October 23, 2024

Odia Express

Leading Odia News Portal of Odisha

୩୦ ଜୁଲାଇ ୨୦୧୯ ମଙ୍ଗଳବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ହନୁମାନ ଙ୍କ କୃପାରୁ ଏହି ୪ଟି ରାଶିର ସବୁ କାର୍ଯ୍ୟ ସଫଳ ହେବ

ମେଷ : ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ । ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ । ଆପଣଙ୍କ ଆଜିର ଦିନ ପ୍ରତିକୁଲତାରେ ଭରି ରହିବ, ଯାହା ମନରେ ଖିନ୍ନତାର ଅନୁଭବ ହେବ। ଶରୀରରେ ଫୂର୍ତ୍ତି ଏବଂ ସତେଜର ଅଭାବ ରହିବ। ସାର୍ବଜନିକ ଜୀବନରେ ମାନହାନି ହେବାର ଆଶଂକା ଅଛି। ଛାତିରେ ଯନ୍ତ୍ରଣା ରହିବାର ଆଶଂକା ଅଛି। କୌଣସି ପ୍ରକାରର ବାଦ-ବିବାଦ କିମ୍ବା ଚର୍ଚ୍ଚାରୁ ଦୂରରେ ରୁହନ୍ତୁ।ପ୍ରତିକାର– ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ

ବୃଷ : ଆପଣଙ୍କର ସ୍ୱପ୍ନ ସାର୍ଥକ ହେବାପାଇଁ ଯେଉଁ କାର୍ଯ୍ୟ କରି ଆସୁଛନ୍ତି ତାହାର ସୁଫଳ ମିଳୁ ନଥିବାରୁ ଆପଣଙ୍କ ମନରେ ନିରାଶ ସୃଷ୍ଟିହୋଇପାରେ । କିନ୍ତୁ ସେଥିପାଇଁ ବିବ୍ରତ ହୁଅନ୍ତୁନି । ଆଜି ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ବୋଧ ହୁଏ ନିଜ ଜୀବନର କୌଣସି ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିପାରୁ ନାହାନ୍ତି । ଆଜିର ଦିନରେ ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ସ୍ଵାସ୍ଥ୍ୟ ଖରାପ ହେବାର ଆଶଂକା ରହିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟର ଅବସର ଆସିପାରେ। କୋର୍ଟ-କଚେରୀ କାର୍ଯ୍ୟଗୁଡ଼ିକରେ ସାବଧାନ ରୁହନ୍ତୁ। ଆମୋଦ-ପ୍ରମୋଦ ପଛରେ ଖର୍ଚ୍ଚ ହେବାର ଆଶଂକା ଅଛି। ବାହନ ଚଲାଇବା ସମୟରେ ସାବଧାନ ରହିବେ।ପ୍ରତିକାର– ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ମିଥୁନ : ଆପଣଙ୍କର ପ୍ରତି ପଥରେ କୌଣସି ପ୍ରତିବଂଧକ ସୃଷ୍ଟିହୋଇପାରେ । ଆପଣ ଏଥିପାଇଁ କିଛି ପରିମାଣରେ ନିରାଶ ହୋଇ ପାରନ୍ତି । କିନ୍ତୁ ଆପଣ ଏ ପ୍ରତିବଂଧକ ଏଡାଇବା ପାଇଁ କଠିନ ପରିଶ୍ରମ କରି ଆସନ୍ତୁ । ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ । ଆପଣଙ୍କ ଆଜିର ଦିନ ସଫଳତା ଏବଂ ଆମୋଦ-ପ୍ରମୋଦରେ ଭରା ହେବ, ସମ୍ପୂର୍ଣ୍ଣ ଦିନ ମନରେ ପ୍ରସନ୍ନତା ଅନୁଭବ କରିବେ। ବିପରୀତ ଲିଙ୍ଗ ବ୍ୟକ୍ତି ଆଜି ଆପଣଙ୍କ ଜୀବନରେ ଆସିବେ। ମୌଜ-ମସ୍ତୀ ପଛରେ ଖର୍ଚ୍ଚ ହୋଇପାରେ। ନୂଆ ବସ୍ତ୍ରାଭୂଷଣ କିଣି ପାରନ୍ତି।ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କର୍କଟ : ଯେକୌଣସି କାରଣ ହେଉନା କାହିଁକି ଆପଣଙ୍କର ଦୁଶ୍ଚିନ୍ତା ରହିବ । ଧୈର୍ଯ଼୍ୟଧରି ସମୟ ବିତାନ୍ତୁ । ସେ ସମ୍ବନ୍ଧରେ ଅଧିକ ଚିନ୍ତା କରନ୍ତୁ ନାହିଁ । ସମସ୍ୟା ଆସିବ ଓ ଉନ୍ନତି ପାଇଁ ସମସ୍ୟାରୁ ନିଶ୍ଚିତ କିଛି ଶିଖିବେ । ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ । ଆଜିର ଦିନ ସୁଖମୟ ଭାବେ କଟିବ। ପରିଜନମାନଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ। ଶାରୀରିକ ତଥା ମାନସିକ ପ୍ରଫୁଲ୍ଲତା ଅନୁଭବ ହେବ। ଚାକିରି କରୁଥିବା ସାଥୀ କର୍ମଚାରିମାନଙ୍କର ସହଯୋଗ ମିଳିବ। ମହିଳାମାନଙ୍କ ପାଇଁ ବାପଘରୁ ଆପଣଙ୍କୁ ଭଲ ସମାଚାର ମିଳିବ। ଧନଲାଭ ହେବ।ପ୍ରତିକାର–ରୁଟିଗୁଡ ଗାଈକୁ ଖାଇବାକୁ ଦେବେ।

ସିଂହ : ଆଜି ଦିନରେ ମିଶ୍ରିତ ମାନସିକତା ଅନୁଭବ କରିବେ । ରୁଚି ସଂପନ୍ନ କାର୍ଯ୍ୟ କରି ମନକୁ ପ୍ରଫୁଲ୍ଲ ରଖନ୍ତୁ । ନାଚ , ଗୀତ ଅଧ୍ୟୟନ ଓ ବଂଧୁ ମାନଙ୍କସହ ବାର୍ତ୍ତାଳାପ ରହି କାର୍ଯ୍ୟରେ ସମୟ କଟାଇପାରନ୍ତି । ଆଜି ଆପଣ ନିଜ କାର୍ଯ୍ୟସ୍ଥଳରେ ବହୁତ ପରିଶ୍ରମ କରିବେ ଏବଂ ଆପଣଙ୍କୁ ନିଜ ଉପଲବ୍ଧି ଉପରେ ଗର୍ବ ହେବ । କିନ୍ତୁ ଆଜି ଆପଣ ନିଜ ପରିବାର ସହିତ କିଛି ସମୟ ଅତିବାହିତ କରିବା ଜରୁରୀ । ଆଜି ନିଜର ବାଣୀ ଉପରେ ନିୟନ୍ତ୍ରଣ ରଖିବେ। କ୍ରୋଧ କାରଣରୁ କାହା ସହିତ ମନମାଳିନ୍ୟ ହେବାର ଆଶଂକା ଅଛି। ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି। ଚକ୍ଷୁର ଧ୍ୟାନ ରଖିବେ। ପାରିବାରିକ ସଦସ୍ୟ ଏବଂ ପ୍ରେମୀଜନମାନଙ୍କ ଦ୍ଵାରା ଘରେ ବିରୋଧର ବାତାବରଣ ହୋଇପାରେ।ପ୍ରତିକାର– ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

କନ୍ୟା : ଆଜି ଭ୍ରମ ଯୋଗୁଁ ବିଚଳିତହୋଇ ସମ୍ଭାବନା ଶାନ୍ତି ଓ ନିରଳା ମାନସିକ ଭାବନାରେ ଏହାର କାରଣ ଖୁଜି ବସନ୍ତୁ । ଆପଣ ନିଜର ବଂଧୁ ଓ ପରିବାର ସହ ସଦସ୍ୟଙ୍କ ସହ ଖୋଲା ମନରେ କିଛି ସମୟ ଆଲୋଚନା କରନ୍ତୁ । ଆଜି ଆପଣ ନିଜକୁ ପ୍ରସ୍ତୁତ କରିବାର ଦିନ । ନିଜର ବିଲଗୁଡିକୁ ଅଲଗା କରନ୍ତୁ । ଆଲମୀରାଗୁଡ଼ିକୁ ସଫା କରନ୍ତୁ ଏବଂ ନିଜ ପାଇଁ ଗୋଟିଏ ବନେଟ୍ ନିର୍ଦ୍ଧାରଣ କରନ୍ତୁ । ଜଗନ୍ନାଥଙ୍କର ଆଶୀର୍ବାଦରେ ଆଜି ଆପଣଙ୍କ ଦିନ ଅନୁକୂଳ ରହିବ। ଆପଣଙ୍କୁ ସମସ୍ତ କାର୍ଯ୍ୟରେ ସଫଳତା ମିଳିବାରୁ ମନରେ ହର୍ଷ ଏବଂ ପ୍ରସନ୍ନତା ଅନୁଭବ କରିବେ। ଆର୍ଥିକ କ୍ଷେତ୍ରରେ ଆପଣଙ୍କ ଦିନ ଲାଭଦାୟକ ପ୍ରମାଣିତ ହେବ। ମିତ୍ରମାନଙ୍କ ଏବଂ ପରିଜନମାନଙ୍କର ସହିତ ମିଳିବାର କାରଣରୁ ଘରର ବାତାବରଣ ଆନନ୍ଦ ଏବଂ ଉଲ୍ଲାସରେ ଭରି ରହିବ।ପ୍ରତିକାର– ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା : ମାନସିକ ଦୁଶ୍ଚିନ୍ତାରେ ଦିନଟି କଟିବ । ବଂଧୁମାନଙ୍କ ବାର୍ତ୍ତାଳାପରେ ଦୁଶ୍ଚିନ୍ତାରେ ଲାଘବ ମିଳିବ । ଅନ୍ତରଂଗ ବଂଧୁଙ୍କ ସହ କଥାବାର୍ତ୍ତା କରନ୍ତୁ । ଏହା ଦ୍ୱାରା ମାନସିକ ଶାନ୍ତି ପାଇବେ । ଆଜି ଆପଣ କୌଣସି ନୂଆ କାର୍ଯ୍ୟ କରିବେ । କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର୍ଯ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ । ଆଜି ଆପଣ, ହୃଦୟରେ ପ୍ରସନ୍ନତା ଅନୁଭବ କରିବେ। ଆପଣଙ୍କ ମନରେ ରହୁଥିବା ଚିନ୍ତାର ବାଦଲ ଦୂର ହେବାଯୋଗୁଁ ଆପଣଙ୍କ ଉତ୍ସାହ ବଢ଼ିବ। ଭାଇ-ବନ୍ଧୁମାନଙ୍କ ସହିତ ମିଶିକରି ନୂଆ ଆୟୋଜନକୁ ହାତରେ ନେବେ। ତାଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ। ଲଘୁ ଯାତ୍ରା କରିପାରନ୍ତି।ପ୍ରତିକାର– ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ବିଚ୍ଛା : ଅସନ୍ତୋଷ ଓ ଅଶାନ୍ତିରେ ଦିନଟି କଟିବ । ବିଧିବଦ୍ଧକ ଚିନ୍ତା ମାଧ୍ୟମରେ କାରଣ ଖୋଜନ୍ତୁ । ଏହାର ସମାଧାନ ଅବଶ୍ୟ ବାହାରିବ । ଏଦୁଃସମୟ କିଛି କ୍ଷଣ ରହିଲା ପରେ ଅପସରି ଯିବ । ଆଜି ଆପଣ ଶାନ୍ତି ପୂର୍ବକ ଘରେ କୌଣସି କଳିକୁ ସମାଧାନ କରିବାକୁ ଚେଷ୍ଟାକରିବେ । ଯଦି ଆପଣ ଏବଂ ଆପଣଙ୍କ ପରିବାର ଲୋକଙ୍କ ମଧ୍ୟରେ କଳି ହୋଇଯାଏ, ତେବେ ଆପଣ ନିଜକୁ ସେମାନଙ୍କ ମଧ୍ୟରେ ଫସିଯାଇଥିବାର ପାଇବେ । ଆପଣଙ୍କ ଆଜିର ଦିନ ବିବିଧ ଲାଭ ପ୍ରାପ୍ତି ପ୍ରମାଣିତ ହେବ। ପରିବାରରେ ସନ୍ତାନ ଏବଂ ପତ୍ନୀଙ୍କ ତରଫରୁ ଲାଭଦାୟକ ସମାଚାର ମିଳିବ। ମିତ୍ରମାନଙ୍କ ସହିତ ସାକ୍ଷାତକରି ଆପଣ ଆନନ୍ଦିତ ହେବେ। ବ୍ୟାପାରୀ ବର୍ଗଙ୍କର ଆୟରେ ବୃଦ୍ଧି ହେବ। ଚାକିରିରେ ଉଚ୍ଚ ପଦାଧିକାରିମାନଙ୍କର କୃପାଦୃଷ୍ଟି ରହିବ।ପ୍ରତିକାର– ମୁଗଡାଲି ମନ୍ଦିରରେ ଦାନ କରନ୍ତୁ।

ଧନୁ : ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ । ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ । ଚାକିରି କିମ୍ବା ବ୍ୟବସାୟ କରୁଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ଅଟେ। ଚାକିରି କରୁଥିବା ଲୋକମାନଙ୍କର ପ୍ରମୋସନ ହେବାର ସମ୍ଭାବନା ଅଛି। ଉଚ୍ଚ ପଦାଧିକାରିମାନଙ୍କ ସହିତ ମହତ୍ତ୍ଵପୂର୍ଣ୍ଣ ମାମଲାରେ ମଧ୍ୟ ଖୋଲା ମନରେ ଚର୍ଚ୍ଚା କରିବେ। ଶାରୀରିକ-ମାନସିକ ସତେଜ ଅନୁଭବ କରିବେ।ପ୍ରତିକାର– ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ମକର : ଆଜି ଦିନରେ ଆପଣଙ୍କର ମାନସିକ ଦୁଶ୍ଚିନ୍ତା ଅଧିକ ହେଇପାରେ । ପରିବାର ସଦଶ୍ୟ ମାନଙ୍କ ସହ ସମୟ ବିତାଇ ପାରନ୍ତି । ସାମୟିକ ନିରାପତ୍ତାର ଅଭାବ ଅନୁଭବ କରିବେ । କିନ୍ତୁ ଏହା ଖୁବ୍ ଶିଘ୍ର ଦୂର ହୋଇଯିବ । ଆଜି ଆପଣଙ୍କ ଆତ୍ମତ୍ଜ୍ଞାନ ଆଧ୍ୟାତ୍ମିକ ଦିଗରେ ତାହାର ଚରମ ସୀମାରେ ରହିବ । ସେଥିପାଇଁ ସମୟ ବାହାର କରି କୌଣସି ଧାର୍ମିକ ସ୍ଥାନକୁ ଯାଆନ୍ତୁ । ଆଜିର ଦିନ ଲମ୍ବା ସମୟ । ଲକ୍ଷ୍ ଉପରେ ଧ୍ୟାନ କେନ୍ଦ୍ରିଭୁତ କରିବା ପାଇଁ ବହୁତ ଭଲ ସମୟ । ଆଜିର ଦିନ ମଧ୍ୟମ ଫଳଦାୟୀ ହେବ। ଆପଣ ଧାର୍ମିକ ଏବଂ ମାଙ୍ଗଳିକ କାର୍ଯ୍ୟରେ ଉପସ୍ଥିତ ରହିବେ। ଆପଣଙ୍କ ବ୍ୟବହାର ନ୍ୟାୟ ପ୍ରିୟ ରହିବ। ଧାର୍ମିକ ପ୍ରବାସର ଆୟୋଜନ ହେବ। ସ୍ଵାସ୍ଥ୍ୟ ସାଧାରଣ ମାତ୍ରାରେ ଖରାପ ହୋଇପାରେ। ବିଦେଶରେ ରହୁଥିବା ସ୍ଵଜନମାନଙ୍କର ଭଲ ସମାଚାର ମିଳିବ।ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ : ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି । ଆଜି ଆପଣଙ୍କର ପରିବାର ସଦସ୍ୟ ନୁହେଁ ନିଜର ସହକର୍ମିଙ୍କ ସହ କଥାବାର୍ତ୍ତା ଓ ବ୍ୟବହାରରେ ସାବଧାନ ରୁହନ୍ତୁ । କିନ୍ତୁ ଗୁରୁତ୍ତ୍ୱପୂର୍ଣ୍ଣ ବିଷୟ ହେଉଛି ଆପଣ ଆପଣଙ୍କର ପରିପକ୍ୱ ମନ ସାହାଯ୍ୟରେ ଅଶୋଭନୀୟ ପରିସ୍ଥିତିରୁ ନିଜକୁ ରକ୍ଷା କରିପାରିବେ । ଆଜି ଆପଣଙ୍କ ମନ ଅନେକ ପ୍ରକାରର ଚିନ୍ତାରେ ଚିନ୍ତିତ ହୋଇପାରେ। ସ୍ଵାସ୍ଥ୍ୟ ମଧ୍ୟ ଖରାପ ରହିପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାଯୋଗୁଁ ମନରେ ଗ୍ଲାନି ଅନୁଭବ ହୋଇପାରେ। ଅନିଦ୍ରା ଯୋଗୁଁ ଚିଡ଼ଚିଡ଼ା ଲାଗିବ ଏବଂ ସମୟରେ ଭୋଜନ ନ ମିଳିବାରୁ କ୍ରୋଧିତ ହେବେ।ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ

ମୀନ : ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ । ନିକଟ ସମ୍ପର୍କିୟ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ଏବଂ ଆପଣ ଖୁସିରେ ମଧ୍ୟ ରହିବେ । ନିଜ ସମ୍ପର୍କକୁ ଦୃଢ କରିବା ପାଇଁ ଆପଣ ବହୁତ ଚେଷ୍ଟା କରିଛନ୍ତି ଏବଂ ଏହି ଚେଷ୍ଟା ଆପଣଙ୍କର ଫଳବତି ମଧ୍ୟ ହୋଇଛି । ଆପଣଙ୍କ ଆଜିର ଦିନ ମିଶ୍ରତ ଫଳଦାୟୀ ହେବ। ଆଜି ଆପଣଙ୍କୁ ପେଟ ସମ୍ବନ୍ଧୀତ ସମସ୍ୟା ହୋଇପାରେ। ସନ୍ତାନମାନଙ୍କର ସ୍ଵାସ୍ଥ୍ୟ ଏବଂ ତାଙ୍କ ପାଠପଢ଼ା ସମ୍ବନ୍ଧରେ ଚିନ୍ତାରେ ମନ ବ୍ୟଗ୍ର ରହିବ। କାର୍ଯ୍ୟରେ ସଫଳତା ନ ମିଳିବାରୁ କ୍ରୋଧ ହେବ କିନ୍ତୁ ଏହା ଉପରେ ନିୟନ୍ତ୍ରଣ ରଖିବେ। ପ୍ରିୟ ବ୍ୟକ୍ତିମାନଙ୍କ ସହିତ ରୋମାଞ୍ଚକ କ୍ଷଣର ଆନନ୍ଦ ଉଠାଇ ପାରିବେ।ପ୍ରତିକାର– ମୁଗଡାଲି ମନ୍ଦିରରେ ଦାନ କରନ୍ତୁ।

Leave a Reply

Your email address will not be published. Required fields are marked *