October 23, 2024

Odia Express

Leading Odia News Portal of Odisha

୩୧ ଜୁଲାଇ ୨୦୧୯ ବୁଧବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମହାଲକ୍ଷ୍ମୀଙ୍କ କୃପାରୁ ଏହି ୪ଟି ରାଶି ଭାଗ୍ୟ ଖୋଲିବ

ମେଷ – ଏବେ ଆପଣଙ୍କର ପ୍ରସ୍ତୁତ ହେବାର ମସୟ ଆସିଛି । ଆଜି ଆପଣ ଜୀବନର ସବୁଠାରୁ କଷ୍ଟ କ୍ଷେତ୍ରକୁ ବାଛିବେ ,ଯଦିଓ ତାହା ଅର୍ଥ ସମ୍ବଦ୍ଧୀୟ ହୋଇଥାଏ, ଘର କିମ୍ବା କାର୍ଯ୍ୟ ସମ୍ବଦ୍ଧୀୟ ହୋଇଥାଏ ଏବଂ ତାହା ଉପରେ କାର୍ଯ୍ୟ କରିବା ଆରମ୍ଭ କରନ୍ତୁ ।  ଯେଉଁ ଛାତ୍ରମାନେ ନିଜର ଉଚ୍ଚଶିକ୍ଷା ଲାଭ କରିବାକୁ ଚାହୁଁଛନ୍ତି , ଆଜି ଏକ ଶୁଭଦିନ ହିସାବରେ ଯୋଜନା ଆରମ୍ଭ କରନ୍ତୁ । କଣ ଶିକ୍ଷା କରିବେ ଏକ ଚିଠା ତିଆରି କରନ୍ତୁ ଏବଂ ତାହାର ଭଲମନ୍ଦ ବିଚାର କରନ୍ତୁ । । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ଅଟଳ ମନୋବଳର ସହିତ କରନ୍ତୁ, ନିଶ୍ଚିତ ସଫଳତା ମିଳିବ। ପିତା କିମ୍ବା ପୈତୃକ ସଂପତ୍ତିରେ ଲାଭ ହେବ। ସରକାରଙ୍କଠାରୁ ଆର୍ଥିକ ଲାଭ ହେବ। ବିଦ୍ୟାର୍ଥୀମାନେ ନିଜର ପଢ଼ାରେ ଭଲ ପ୍ରଦର୍ଶନ କରିବେ,ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବୃଷ – ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।  ଆପଣ ନିଜ ପରିବାରବର୍ଗଙ୍କୁ ସମ୍ମାନ ପ୍ରଦର୍ଶନ କଲେ ସେମାନେ ମଧ୍ୟ ଆପଣଙ୍କୁ ପ୍ରତିଦାନରେ ଯଥୋଚ଼ିତ ସମ୍ମାନ ଦେବେ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ ।ଶାରୀରିକ ଏବଂ ମାନସିକ ରୂପରେ ଆପଣ ବ୍ୟଗ୍ରତା ଅନୁଭବ କରିପାରନ୍ତି। ଅନିଦ୍ରା କାରଣରୁ ସ୍ଵାସ୍ଥ୍ୟ ବିଗିଡ଼ି ପାରେ। ବୌଦ୍ଧିକ ଚର୍ଚ୍ଚାରେ ଆନନ୍ଦ ପ୍ରାପ୍ତ ହୋଇପାରେ, ପରନ୍ତୁ ଏପରି ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରହବା ପାଇଁ ଉପଦେଶ |ପଢ଼ିବା -ଲେଖିବାରେ ବିଦ୍ୟାର୍ଥିମାନଙ୍କ ମନ ଲାଗିବ ନାହିଁ। ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ମନ ପ୍ରଫୁଲ୍ଲିତ ହେବ ,ପ୍ରତିକାର:- ପିତାମାତାଙ୍କର ସେବାକରିବା ଆବଶ୍ୟକ

ମିଥୁନ – ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ । ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ । ଆପଣଙ୍କ ଦୃଢ଼ତା ଏବଂ ଧୌର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।ଆଜି ଆପଣଙ୍କ ଅହଂକାରର କାରଣରୁ ଝଗଡ଼ା ହେବାର ଆଶଂକା ଅଛି। ଶାରୀରିକ ଏବଂ ମାନସିକ ଚିନ୍ତା ସହିତ ଆଜିର ଦିନ କଟିବ। ସ୍ଵଭାବରେ ଉତ୍ତେଜନାଯୋଗୁଁ କାମ ବିଗିଡ଼ିବାର ଆଶଂକା ଅଛି,ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କର୍କଟ – ବହୁ ଦିନର ହଜିଯାଇଥିବା ଏକ ବସ୍ତୁ ମିଳିଯିବା ପରେ ଆପଣ ଖୁସି ଅନୁଭବ କରିବେ । ଏବେ ସମୟ ଆପଣଙ୍କ ପାଇଁ ଅନୁକୂଳ । ସେଥିପାଇଁ ଛୋଟ ଛୋଟ କଥା ବି ଆପଣଙ୍କୁ ଖୁସି ଆଣିଦେବ । ଆଜି ଆପଣଙ୍କୁ ଆପଣଙ୍କର କୌଣସି ବନ୍ଧୁ ସାହାଯ୍ୟ ମାଗି ପାରନ୍ତି ।ଏହି ବନ୍ଧୁଙ୍କୁ ବୋଧହୁଏ ଆପଣଙ୍କ ସାହାଯ୍ୟର ଆବଶ୍ୟକତା ଅଛି । ତାହା ସହିତ ଆପଣ ବନ୍ଧୁତ୍ୱ ପୂର୍ଣ୍ଣ ବ୍ୟବହାର କରନ୍ତୁ ଏବଂ ତାଙ୍କ ଭଲ ପାଇଁ ଆପଣ ସବୁପ୍ରକାର ଚ଼େଷ୍ଟା କରନ୍ତୁ । ପାରିବାରିକ କାର୍ଯ୍ୟଗୁଡ଼ିକ ପଛରେ ଧନ ଖର୍ଚ୍ଚ ହୋଇପାରେ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ଶଙ୍କା ଦୂର କରନ୍ତୁ। ବନ୍ଧୁମାନଙ୍କ ସହିତ ମନମାଳିନ୍ୟର ପ୍ରସଂଗ ବନିପାରେ | ଧାର୍ମିକ ଯାତ୍ରା ହେବାର ସଂଭାବନା ଅଛି। ଧନ ଲାଭର ମଧ୍ୟ ସଂଭାବନା ଅଛି। ବ୍ୟବସାୟରେ ପ୍ରମୋସନର ଯୋଗ ଅଛି.ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ

ସିଂହ – ନିଜର ଘରର ଦରଜାକୁ ଠିକ୍ ଭାବେ ବନ୍ଦ ରଖନ୍ତୁ । ନଚ଼େତ୍ ଆପଣ କ୍ଷତି ସହି ପାରନ୍ତି । ଘରର ସୁରକ୍ଷା ବିଷୟରେ ଧ୍ୟାନ ଦିଅନ୍ତୁ । ନହେଲେ କ୍ଷତି ସହିବାକୁ ପଡ଼ିପାରେ । ନିଜର ମୂଲ୍ୟବାନ ବସ୍ତୁକୁ ଏଠି ସେଠି ପକାନ୍ତୁ ନାହିଁ । ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ ।ଶରୀରରେ ଆଳସ୍ୟ, ଏବଂ ଅଣନିଶ୍ୱାସୀ ହୋଇପାରେ। ସ୍ଵାସ୍ଥ୍ୟ ନରମ-ଗରମ ରହିବ। କୌଣସି ବିଷୟରେ ଚିନ୍ତା କରନ୍ତୁ ନାହିଁ, ଆପଣଙ୍କ ପରିଶ୍ରମରେ ଶେଷରେ ସବୁ ଠିକ ହୋଇଯିବ। ସନ୍ତାନମାନଙ୍କ ବିଷୟରେ ଟିକେ ଚିନ୍ତା ହୋଇପାରେ।ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା – ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ ,ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।  ଆପଣ କାହାରି ଭୋଜିରେ ମଧ୍ୟ ଯାଇ ପାରନ୍ତି କିମ୍ବା ବନ୍ଧୁଙ୍କ ଘରେ ହେଉଥିବା ସମାରୋହରେ ଭାଗନେଇ ପାରନ୍ତି । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ ।ପ୍ରଣୟ, ରୋମାନ୍ସ, ଯାତ୍ରା, ପର୍ଯ୍ୟଟନ ଏବଂ ମନୋରଞ୍ଜନରେ ଆପଣଙ୍କ ଆଜିର ଦିନ କଟିବ। ମିତ୍ରମାନଙ୍କ ସହିତ ଭୋଜନ କରିବାର ଅବସର ଆସିବ। ବସ୍ତ୍ରାଭୂଷଣ ଏବଂ ବାହନ ପ୍ରାପ୍ତିର ଯୋଗ ଅଛି। ଭାଗିଦାରୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ,ପ୍ରତିକାର : କଳା କୁକୁରର ସେବା କରନ୍ତୁ

ତୁଳା –  ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସି ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ । ଆଜି ଆପଣ ଆଶ୍ଚର୍ଯ୍ୟ ହେବେ ,ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା । ଆପଣ ନିଜ ତରଫରୁ ସବୁ କିଛି ଠିକ୍ କରିବାକୁ ଚେଷ୍ଟା କରୁଛନ୍ତି ।ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି ।ଗୃହସ୍ଥ ଜୀବନରେ ଆନନ୍ଦ ଏବଂ ସନ୍ତୋଷର ଅନୁଭବ ହେବ। ସ୍ଵାସ୍ଥ୍ୟ ଭଲ ରହିବ। ସମାଜରେ ମାନ-ସମ୍ମାନ ମିଳିବ। ଉଚ୍ଚ ପଦାଧିକାରି ଏବଂ ବରିଷ୍ଠ ନାଗରୀକମାନଙ୍କ କୃପା ଆପଣ ଉପରେ ରହିବ,ପ୍ରତିକାର-ଅସହାୟଙ୍କୁ ନିରାଶ କରିବେ ନାହିଁ

ବିଛା – ଆଜି ସନ୍ଧ୍ୟାରେ ଆପଣ ନିଜର ମୂଲ୍ୟବାନ , ଜିନିଷ ଚୋରୀ ପାଇଁ ଚିନ୍ତିତ ରହିପାରନ୍ତି । ଯେଉଁଥିପାଇଁ ଆପଣ କିଛି ସୁଚିନ୍ତିତ ପଦକ୍ଷେପ ନେଇ ପାରନ୍ତି । ତେଣୁ ସାବଧାନ ରୁହନ୍ତୁ । ଅଯଥା ଭୟଯୋଗୁଁ ନିଜର ମାନସିକ ଅବସ୍ଥାକୁ ବିବ୍ରତ କରନ୍ତୁ ନାହିଁ । ବିନା କାରଣରେ ଭୟଭୀତ ହୁଅନ୍ତୁ ନାହିଁ । ଦୁଃଶ୍ଚିନ୍ତାକୁ ଆପଣେଇବା ଦରକାର ନାହିଁ, ଯୋଉଁଥିପାଇଁ ଆପଣ ଏତେ ଚିନ୍ତାଗ୍ରସ୍ତ ,ତାହା ଭିତ୍ତିହୀନ । ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ । ମଉଜ-ମସ୍ତୀ ଏବଂ ମନୋରଞ୍ଜନ ପ୍ରବୃତ୍ତିଗୁଡ଼ିକରେ ଆପଣଙ୍କ ବିଶେଷ ରୁଚି ରହିବ। ପିତା ତଥା ବରିଷ୍ଠ ନାଗରୀକମାନଙ୍କ ସହଯୋଗ ପ୍ରାପ୍ତ କରିବେ। ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ହେବ। ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ବ୍ୟବହାରରେ ଉଗ୍ରତା ରହିବ,ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ଧନୁ – ଆଜି ଆପଣ ନିଜକୁ ପ୍ରସ୍ତୁତ କରିବାର ଦିନ । ନିଜର ବିଲଗୁଡିକୁ ଅଲଗା କରନ୍ତୁ । ଆଲମୀରାଗୁଡ଼ିକୁ ସଫା କରନ୍ତୁ ଏବଂ ନିଜ ପାଇଁ ଗୋଟିଏ ବନେଟ୍ ନିର୍ଦ୍ଧାରଣ କରନ୍ତୁ । ଆପଣ ହୁଏତ ଏହି ସମୟ ଏକ ସମାରୋହ ଚାହାଁନ୍ତି । କିନ୍ତୁ ନିଜ ପରିବାର ସହ ସମୟ ବିତାନ୍ତୁ ଏବଂ ସେମାନଙ୍କ ସମସ୍ୟା ଉପରେ ଧ୍ୟାନ ଦିଅନ୍ତୁ । ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଅଚାନକ ଧନ ଖର୍ଚ୍ଚ ହୋଇପାରେ। ଚିକିତ୍ସାରେ ଖର୍ଚ୍ଚ ହେବାର ଆଶଂକା ଅଛି। ବ୍ୟାପାରରେ ଭାଗିଦାରୀମାନଙ୍କ ସହିତ ଆନ୍ତରିକ ମତଭେଦ ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ,ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।

ମକର – ଭବିଷ୍ୟତର ଯୋଜନା କରିବା ପାଇଁ ଏହି ସମୟ ଉପଯୁକ୍ତ । ଆପଣଙ୍କ ମଧ୍ୟରୁ ଯେଉଁ ଲୋକମାନେ ଖରାପ ପରିସ୍ଥିତିର ସାମ୍ନାକରୁଛନ୍ତି, ସେମାନେ ନିଜର ରଣନୀତିରେ ପରିବର୍ତ୍ତନ ଆଣିବା ଉଚ଼ିତ୍ । ଏହା ଦ୍ୱାରା ଆପଣ ସହଜରେ ଲକ୍ଷ ପ୍ରାପ୍ତି କରିପାରିବେ ।  ଆଜି ଆପଣଙ୍କ ଆତ୍ମତ୍ଜ୍ଞାନ ଆଧ୍ୟାତ୍ମିକ ଦିଗରେ ତାହାର ଚରମ ସୀମାରେ ରହିବ । ସେଥିପାଇଁ ସମୟ ବାହାର କରି କୌଣସି ଧାର୍ମିକ ସ୍ଥାନକୁ ଯାଆନ୍ତୁ । ଆଜିର ଦିନ ଲମ୍ବା ସମୟ । ଲକ୍ଷ୍ ଉପରେ ଧ୍ୟାନ କେନ୍ଦ୍ରିଭୁତ କରିବା ପାଇଁ ବହୁତ ଭଲ ସମୟ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ। ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବ। କାମରେ ସନ୍ତୋଷର ଭାବନା ଆସିବ

କୁମ୍ଭ – ଅଯଥା ଭୟଯୋଗୁଁ ନିଜର ମାନସିକ ଅବସ୍ଥାକୁ ବିବ୍ରତ କରନ୍ତୁ ନାହିଁ । ବିନା କାରଣରେ ଭୟଭୀତ ହୁଅନ୍ତୁ ନାହିଁ । ଦୁଃଶ୍ଚିନ୍ତାକୁ ଆପଣେଇବା ଦରକାର ନାହିଁ, ଯୋଉଁଥିପାଇଁ ଆପଣ ଏତେ ଚିନ୍ତାଗ୍ରସ୍ତ ,ତାହା ଭିତ୍ତିହୀନ । ଆଜି ଭ୍ରମ ଯୋଗୁଁ ବିଚଳିତହୋଇ ସମ୍ଭାବନା ଶାନ୍ତି ଓ ନିରଳା ମାନସିକ ଭାବନାରେ ଏହାର କାରଣ ଖୁଜି ବସନ୍ତୁ । ଆପଣ ନିଜର ବଂଧୁ ଓ ପରିବାର ସହ ସଦସ୍ୟଙ୍କ ସହ ଖୋଲା ମନରେ କିଛି ସମୟ ଆଲୋଚନା କରନ୍ତୁ । ନୂଆ ଯୋଜନାକୁ ଅମଳରେ ଆଣିବା ପାଇଁ ଶୁଭ ଦିନ ଅଟେ। ଚାକିରିପେଶା ଲୋକଙ୍କୁ ଉଚ୍ଚ ପଦାଧିକାରିମାନଙ୍କ ତଥା ସରକାରଙ୍କ ତରଫରୁ ପରିଶ୍ରମର ଭଲ ଫଳ ମିଳିବ। ଭାଇ-ଭଉଣୀମାନଙ୍କ ତଥା ମିତ୍ରମାନଙ୍କ ସହିତ ଆନନ୍ଦପୂର୍ବକ ସମୟ କଟିବ। ଭାଗ୍ୟବୃଦ୍ଧି ହେବ ,ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।

ମୀନ – ଆପଣଙ୍କ ମାନସିକ ଅବସ୍ଥାରେ କିଛି ପରିବର୍ତ୍ତନ ହେବ ଏବଂ ଦିନତମାମ ଆପଣଙ୍କ ଏକାଗ୍ରତାର ଆଘାତ ସୃଷ୍ଟି ହେବ । କାହାରି ଉପରେ ଅଯ଼ଥାରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ ଏବଂ ନିଜେ ମଧ୍ୟ ମାନସିକ ଭାରସାମ୍ୟ ହରାନ୍ତୁ ନାହିଁ । ଶିକ୍ଷାକ୍ଷେତ୍ରରେ ଆଜି ଆପଣଙ୍କୁ ସଫଳତା ମିଳିବ । ଯଦି ଆପଣ ଜଣେ ଛାତ୍ର ତାହେଲେ ଆଜି ପଢ଼ା କ୍ଷେତ୍ରରେ ଆପଣ ଆଗରେ ରହିବେ । ଆପଣଙ୍କୁ କୌଣସି ନୂଆ ଜାଗାରେ କିମ୍ବା ନୂଆ ପ୍ରଣାଳୀରେ ପଢ଼ିବା ପାଇଁ ସୁଯୋଗ ମିଳିପାରେ । ସ୍ଵଭାବରେ ଉଗ୍ରତା ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। ଶାରୀରିକ ତଥା ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି। କମ ସଫଳତା ମିଳିବାରୁ ନିରାଶା ହୋଇପାରନ୍ତି। ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ। ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ କରିବା ପାଇଁ ବହୁତ ଭଲ ଯୋଗ ଅଛି। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ବାଦ-ବିବାଦରେ ପଡ଼ନ୍ତୁ ନାହିଁ,ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।

Leave a Reply

Your email address will not be published. Required fields are marked *