୨୫ ନଭେମ୍ବର ୨୦୧୯ ସୋମବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ଆଜି ଶିବଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ : ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ । ତାଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ। ଲଘୁ ଯାତ୍ରା କରିପାରନ୍ତି। ଆଜିର ଦିନ ବୁଦ୍ଧି ବିବେକରେ ନୂଆ-ନୂଆ ଖୋଜ କରିବାରେ କଟିବ। ଆପଣ ସୀମିତ ଏବଂ ଆବଶ୍ୟକତାନୁସାରେ ହିଁ ବ୍ୟୟ କରନ୍ତୁ। ସାଂସାରିକ ସୁଖ ଭୋଗ, ଚାକରମାନଙ୍କର ସୁଖ ସମ୍ପୂର୍ଣ୍ଣ ରୂପରେ ମିଳିବ।ପ୍ରତିକାର– ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।
ବୃଷ : ଯଦି ଆପଣଙ୍କ ଘରେ ସୁଖଶାନ୍ତି ରହିବେ, ଏହି ସମୟ ଆପଣଙ୍କ ଓ ଆପଣଙ୍କ ର ପରିବାର ବର୍ଗଙ୍କ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ହେବ । ଆପଣମାନେ ପରସ୍ପର ମଧ୍ୟରେ ଭଲ ସମୟ କଟାଇପାରିବେ । ଆମୋଦ-ପ୍ରମୋଦ ପଛରେ ଖର୍ଚ୍ଚ ହେବାର ଆଶଂକା ଅଛି। ବାହନ ଚଲାଇବା ସମୟରେ ସାବଧାନ ରହିବେ। ଆଜି ଆପଣଙ୍କମଧ୍ୟରେ ନିର୍ଭୀକତାର ଭାବ ରହିବ ତଥା ସାହସ ପୂର୍ବକ ନିଜର କଠିନ କାର୍ଯ୍ୟ ଗୁଡ଼ିକ ସମ୍ପନ୍ନ କରିବାରେ ସକ୍ଷମ ରହିବେ। ଆପଣଙ୍କୁ ନିଜର ମାତା-ପିତାଙ୍କର ସୁଖ ସହଯୋଗ ଯଥେଷ୍ଠ ରୂପରେ ପ୍ରାପ୍ତ ହେବ। ବ୍ୟର୍ଥ ବ୍ୟୟର ଯୋଗ ମଧ୍ୟ ଅଛି। ବ୍ୟାପାରରେ ଧନ ଲାଭ ହେବ।ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।
ମିଥୁନ : ନିଜର ପରିବାର ବର୍ଗଙ୍କୁ ସାହାଯ୍ୟ କରନ୍ତୁ କାରଣ ଯେବେ ଆପଣଙ୍କୁ ତାଙ୍କର ଦରକାର ପଡିବ ସେମାନେ ସବୁବେଳେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିଥିବେ । ମୌଜ-ମସ୍ତୀ ପଛରେ ଖର୍ଚ୍ଚ ହୋଇପାରେ। ନୂଆ ବସ୍ତ୍ରାଭୂଷଣ କିଣି ପାରନ୍ତି। ଆଜିର ଦିନ ଆପଣଙ୍କପାଇଁ ଶୁଭ ଫଳଦାୟୀ। ଆପଣଙ୍କ ଅଧିକାର ସଂପତ୍ତିରେ ବୃଦ୍ଧି ହେବ। ଆପଣ ଅନ୍ୟମାନଙ୍କର ଭଲ ଭାବିବେ ଏବଂ ହୃଦୟଭରି ସେବା ମଧ୍ୟ କରିବେ। ଆଜି ନୂଆ କାର୍ଯ୍ୟଗୁଡ଼ିକ ଯଦି କରିବାକୁ ପଡ଼େ ତେବେ ଶୁଭ ରହିବ।ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।
କର୍କଟ : ଆଜି ଆପଣଙ୍କ ଘରେ ଶାନ୍ତିର ବାତାବରଣ ରହିବ, ନିଜର ଘରୋଇ ଜୀବନକୁ ବଦଳାଇବାରେ ବହୁତ ବଡ଼ ଯୋଗଦାନ ଦେଇଛନ୍ତି । ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ । ମହିଳାମାନଙ୍କ ପାଇଁ ବାପଘରୁ ଆପଣଙ୍କୁ ଭଲ ସମାଚାର ମିଳିବ। ଧନଲାଭ ହେବ। ଆଜି ଆପଣଙ୍କ ମନ ଅଶାନ୍ତ ଏବଂ ଚିନ୍ତିତ ରହିବ। ବ୍ୟାପାର ବୃଦ୍ଧି ପାଇଁ କରାଯାଇଥିବା ପ୍ରୟାସ ନିଷ୍ଫଲ ହୋଇପାରେ। ଯଦି କୌଣସି ବାଦ ବିବାଦ ଲମ୍ବିତ ଅଛି ତେବେ ସେଥିରେ ସଫଳତା ମିଳିବାର ସଂପୂର୍ଣ୍ଣ ସମ୍ଭାବନା ଅଛି।ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।
ସିଂହ : ଆଜି ଆପଣଙ୍କର ଘର ଉପରେ ଖୁସି ବିଛାଇ ହୋଇଥିବ । ଏହି ଅବସରର ଲାଭ ଉଠାଇବା ସହିତ ଆପଣ ସେହି ଲୋକଙ୍କ ସହିତ ମିସିପାରିବେ ଯାହାକୁ ଆପଣ ଅଧିକ ସମୟ ଧରି ମିସି ନଥିବେ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ । କାର୍ଯ୍ୟରେ ସଫଳତା ନ ମିଳିବାରୁ କ୍ରୋଧ ହେବ କିନ୍ତୁ ଏହା ଉପରେ ନିୟନ୍ତ୍ରଣ ରଖିବେ। ପ୍ରିୟ ବ୍ୟକ୍ତିମାନଙ୍କ ସହିତ ରୋମାଞ୍ଚକ କ୍ଷଣର ଆନନ୍ଦ ଉଠାଇ ପାରିବେ। ଆଜି ଆପଣଙ୍କ ବିଦ୍ୟା, ବୁଦ୍ଧି, ଜ୍ଞାନର ବୃଦ୍ଧି ହେବ। ଭାଗ୍ୟର ମଧ୍ୟ ଆପଣଙ୍କୁ ସମ୍ପୂର୍ଣ୍ଣ ସହଯୋଗ ମିଳିବ, ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ସଂନ୍ଧ୍ୟା କାଳରୁ ନେଇକରି ରାତ୍ରି ପର୍ଯ୍ୟନ୍ତ ପେଟର ଯନ୍ତ୍ରଣା ହେବାର ସମ୍ଭାବନା ଅଛି। ସାବଧାନ ରୁହନ୍ତୁ ତଥା ଖାଇବା ପିଇବା ଉପରେ ନିୟନ୍ତ୍ରଣ ରଖନ୍ତୁ।ପ୍ରତିକାର– ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।
କନ୍ୟା : ମନେ ଅଛି କି ଆପଣ ନିଜର ଘରର ଆଖପାଖରେ କିଛି ପରିବର୍ତ୍ତନ କରିବା ପାଇଁ ଭାବିଥିଲେ । ଘରେ ସାନ୍ତି ବାତାବରଣ ଅଛିକି ସେଥିପାଇଁ ଆରାମରେ ଯେକୌଣସି ପରିବର୍ତ୍ତନ କରି ପାରିବେ । ଆର୍ଥିକ କ୍ଷେତ୍ରରେ ଆପଣଙ୍କ ଦିନ ଲାଭଦାୟକ ପ୍ରମାଣିତ ହେବ। ମିତ୍ରମାନଙ୍କ ଏବଂ ପରିଜନମାନଙ୍କର ସହିତ ମିଳିବାର କାରଣରୁ ଘରର ବାତାବରଣ ଆନନ୍ଦ ଏବଂ ଉଲ୍ଲାସରେ ଭରି ରହିବ। ଆଜି ଆପଣଙ୍କୁ ଶାସନ ଦ୍ଵାରା ସମ୍ମାନିତ କରାଯିବାର ସମ୍ଭାବନା ଅଛି। ଯଦି ଆପଣ କୌଣସି ବ୍ୟକ୍ତି, ବ୍ୟାଙ୍କ କିମ୍ବା ସଂସ୍ଥାରୁ ଋଣ ନେବାକୁ ଚାହୁଁଛନ୍ତି ତେବେ କଦାପି ନିଅନ୍ତୁ ନାହିଁ। ଆଜି ପତ୍ନୀଙ୍କ ପକ୍ଷରୁ ଉତ୍ତମ ସହଯୋଗ ପ୍ରାପ୍ତ ହୋଇପାରେ। ରାତ୍ରି ସମୟ ଆମୋଦ-ପ୍ରମୋଦରେ ବିତିବ।ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।
ତୁଳା : ଆଜି ଆପଣ ନିଜ ବୁଦ୍ଧିକୁ ନିଜେ ଆର୍କଷିତ କରିବେ । ଗୋଟିଏ ଭଲ ବିଷୟ ପ୍ରତି ଆପଣଙ୍କର ଅଧିକ ରୁଚ଼ି ବଢ଼ିବ । ଏହି ପ୍ରକାର ଅଲଗା ଅଲଗା ବିଷୟରେ ନିଜର ଜ୍ଞାନ ବଢ଼ାଇବା ଦ୍ୱାରା ଆପଣଙ୍କୁ ଲାଭ ହେବ| ଅନିଦ୍ରା ଯୋଗୁଁ ଚିଡ଼ଚିଡ଼ା ଲାଗିବ ଏବଂ ସମୟରେ ଭୋଜନ ନ ମିଳିବାରୁ କ୍ରୋଧିତ ହେବେ। ଆଜିର ଦିନ ଆପଣ ବ୍ୟସ୍ତ ରହିବେ, ଅଧିକ ଦୌଡ଼ଦୌଡ଼ି କରିବାରେ ସାବଧାନ ରୁହନ୍ତୁ। ଆପଣଙ୍କ ନିର୍ଣ୍ଣୟ ନେବାର କ୍ଷମତାରୁ ଆପଣଙ୍କୁ ଆଜି ଲାଭ ମିଳିପାରେ। ରହିଯାଇଥିବା କାର୍ଯ୍ୟଗୁଡ଼ିକ ପୂରଣ ହେବ। କୌଣସି କାମରେ ଅର୍ଥ ବିନିଯୋଗ କରିବାକୁ ପଡ଼ିଲେ ହୃଦୟ ଖୋଲିକରି, ଆଗକୁ ଚାଲନ୍ତୁ ଭରପୂର ଲାଭ ମିଳିବ।ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
ବିଚ୍ଛା : କିଛି ସମୟରୁ ଆପଣଙ୍କ ଘରେ ଛୋଟଛୋଟ କଥାକୁ ନେଇ ଝଗଡା ସୃଷ୍ଟି ହେଉଛି । କିନ୍ତୁ ଆଜି ଆପଣ ଏହି ଝଗଡାକୁ ସମାପ୍ତ କରି ହିଁ ଦିଅନ୍ତୁ । ଆଜି ଆପଣ ନିଜର ଚେଷ୍ଟାରେ ଏହି କାର୍ଯ୍ୟଟି କରି ହିଁ ନିଅନ୍ତୁ । ବ୍ୟାପାରୀ ବର୍ଗଙ୍କର ଆୟରେ ବୃଦ୍ଧି ହେବ। ଚାକିରିରେ ଉଚ୍ଚ ପଦାଧିକାରିମାନଙ୍କର କୃପାଦୃଷ୍ଟି ରହିବ। ଆଜି ଆପଣ ଅଯଥା ଖର୍ଚ୍ଚରୁ ବଞ୍ଚନ୍ତୁ। ସାମାଜିକ କ୍ରିୟା କଳାପରେ ବ୍ୟବଧାନ ଆସିପାରେ। କିଛି ଅକସ୍ମାତ୍ ଲାଭ ହେବାରୁ ଆପଣଙ୍କ ଧର୍ମ, ଆଧ୍ୟାତ୍ମ ପ୍ରତି ରୁଚି ସୁଦୃଢ଼ ହେବ। ସନ୍ତାନମାନଙ୍କ ପକ୍ଷରୁ ହର୍ଷବର୍ଦ୍ଧକ ସମାଚାର ମିଳିବ।ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।
ଧନୁ : ଘରେ କିଛି ସମୟରୁ ଚାଲୁଥିବା ସମସ୍ୟା ଗୁଡିକ ସମାପ୍ତ ହୋଇଯିବ । ଶାନ୍ତି ବାଗେଇ ରଖିବା ଚେଷ୍ଟା ଏବେ ରଂଗ ଆଣି ଘରେ ବଦଳୁ ଥିବା ଏହି ଶାନ୍ତି ପୂର୍ଣ୍ଣ ବାତା ବରଣ ପାଇଁ ଆପଣଙ୍କୁ ଈଶ୍ୱରଙ୍କୁ ଧନ୍ୟବାଦ କରିବା ଉଚିତ । ଶାରୀରିକ-ମାନସିକ ସତେଜ ଅନୁଭବ କରିବେ। ଭାଗ୍ୟ ଦୃଷ୍ଟିରୁ ଆଜିର ଦିନ ଉତ୍ତମ ରହିବ। ଆପଣଙ୍କ ପରିଶ୍ରମର ଫଳ ଭଲ ମିଳିବ। ଆପଣ ନିଜର ମାନମର୍ଯ୍ୟାଦା ଏବଂ ଆମୋଦ ପ୍ରମୋଦ ପାଇଁ ଧନ ଖର୍ଚ୍ଚ କରିବେ। ଯେଉଁଥିରେ ଆପଣଙ୍କ ପାଖରେ ଥିବା ଶତ୍ରୁର ବ୍ୟଥା ବଢ଼ାଇବ। ମାତା-ପିତାଙ୍କର ଆଜି ବିଶେଷ ଧ୍ୟାନ ରଖିବେ।ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମକର : ଆଜି ଆପଣଙ୍କ ଘରେ ସୁଖ ଶାନ୍ତିର ବାତାବରଣ ହୋଇପାରିଛି ।ନିଜ ପରିବାର ସାଂଗରେ କଟାଇଥିବା ସମୟର ପରିପୂର୍ଣ୍ଣ ଆନନ୍ଦ ନିଅ । ଆପଣ ବିଦେଶୀ କଥା ହେବେ ଓ ପରସ୍ପର ଭିତରେ ମଜା କରିବେ ।ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ । ସ୍ଵାସ୍ଥ୍ୟ ସାଧାରଣ ମାତ୍ରାରେ ଖରାପ ହୋଇପାରେ। ବିଦେଶରେ ରହୁଥିବା ସ୍ଵଜନମାନଙ୍କର ଭଲ ସମାଚାର ମିଳିବ। ଆଜିର ଦିନରେ ମିଶ୍ରିତ ଫଳ ମିଳିବ। ଶ୍ୱଶୁରଘର ପକ୍ଷରୁ ଆଜି ଅସନ୍ତୋଷର ସଂକେତ ମିଳିବ। ମଧୁର ବାଣୀର ପ୍ରୟୋଗ କରନ୍ତୁ ଅନ୍ୟଥା ସମ୍ବନ୍ଧ ଖରାପ ହୋଇପାରେ। ଯଦି ନେତ୍ର ସମ୍ବନ୍ଧିତ କୌଣସି କଷ୍ଟ ଅଛି ତେବେ ସେଥିରେ ସୁଧାର ହେବା ନିଶ୍ଚତ ଅଟେ।ପ୍ରତିକାର–ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।
କୁମ୍ଭ : ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ । ଆଜି ଅଷ୍ଟମ ଭାବରେ ଶତ୍ରୁ ରାଶିଙ୍କର ବୃହଷ୍ପତି ହେବାର କାରଣରୁ ବହୁତ ସମୟରେ ଲଟକି ରହିଥିବା ବିବାଦର ସମାଧାନ ହେବ। ଖୁସିମିଜାଜ ବ୍ୟକ୍ତିତ୍ଵ ହେବାର କାରଣରୁ ଅନ୍ୟ ବ୍ୟକ୍ତି ଆପଣଙ୍କ ସହିତ ସମ୍ବନ୍ଧ ବନାଇବା ପାଇଁ ଚେଷ୍ଟା କରିବେ। ସାମାଜିକ ସମ୍ମାନ ମିଳିବାରୁ ଆପଣଙ୍କ ମନୋବଳ ବଢ଼ିବ।ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମୀନ : ଆଜି ଆପଣ ନିଜ ଘରେ ଆନନ୍ଦପୂର୍ଣ୍ଣ ଦିନ ବିତାଇବେ । ଖୁସି ପାଇଁ ଏହା ଜରୁରୀ ନୁହେଁ ଯେ ଆପଣ କୌଣସି ପ୍ରକାର ବାହାରେ ହିଁ ପଇସା ଖର୍ଚ୍ଚ କରି ଆନନ୍ଦ ଉଠାଇବେ ବେଳେ । ବେଳେ ଛୋଟ ଛୋଟ ଜିନିଷ ବି ଜୀବନରେ ବହୁତ ଖୁସି ଦିଏ । ଛାତିରେ ଯନ୍ତ୍ରଣା ରହିବାର ଆଶଂକା ଅଛି। କୌଣସି ପ୍ରକାରର ବାଦ-ବିବାଦ କିମ୍ବା ଚର୍ଚ୍ଚାରୁ ଦୂରରେ ରୁହନ୍ତୁ। ଆଜି ଆପଣଙ୍କୁ ବହୁମୂଲ୍ୟ ବସ୍ତୁ ପ୍ରାପ୍ତି ସହିତ ଏପରି ଅନାବଶ୍ୟକ ଖର୍ଚ୍ଚ ମଧ୍ୟ ସାମନାରେ ଆସିବ। ନିଜର ବ୍ୟବସାୟରେ ଆପଣଙ୍କ ମନ ଲାଗିବ ଏବଂ ସ୍ଥଗିତ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କୌଣସି ନୂଆ କାର୍ଯ୍ୟରେ ଅର୍ଥ ବିନିଯୋଗ କରିବାକୁ ପଡ଼ିଲେ ଅବଶ୍ୟ କରନ୍ତୁ, ଭବିଷ୍ୟତରେ ଲାଭ ହେବ।ପ୍ରତିକାର– ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।