February 12, 2025

Odia Express

Leading Odia News Portal of Odisha

କାଶରୁ ଉପଶମ ପାଇବାର ଆକୃଷ୍ଟ ଉପା- ବର୍ଷ ବର୍ଷ ର କାଶରୁ ଉପଶମ ମିଳିବ ଏହି ଉପାୟ କରିଲେ..

ଭଗବାନ ପ୍ରଦାନ କରିଥିବା ଏହି ଶରୀରକୁ ସମସ୍ତେ ବହୁତ ଭଲପାଆନ୍ତି।ସମସ୍ତେ ନିଜ ଶରୀରର ଉପଯୁକ୍ତ ବିକାଶ ଓ ସୁନ୍ଦରତା ଉପରେ ବହୁତ ଗୁରୁତ୍ୱାରୋପ କରିଥାନ୍ତି।ସମସ୍ତ ନିଜ ଶରୀରକୁ ସୁନ୍ଦର ଓ ଆକର୍ଷକ କରିବାକୁ ଚାହାନ୍ତି।ଯାହା ଫଳରେ ନିଜକୁ ଆତ୍ମସନ୍ତୋଷ ମିଳିଥାଏ।ତେଣୁ ଏଥିପାଇଁ ନିଜର ଯତ୍ନ ଓ ଉପଯୁକ୍ତ ଖାଦ୍ୟର ଯଥେଷ୍ଟ ଆବଶ୍ୟକତା ରହିଛି।ଏକ ସୁସ୍ଥ ସ୍ୱାସ୍ଥ୍ୟ ବଞ୍ଚିବାର ଏକ ଅନନ୍ୟ ଆଶ୍ରା ଅଟେ।ଏହା ମନୁଷ୍ୟର ପ୍ରତିଯୋଗୀତତ୍ମକ ଭାବନାକୁ ଦ୍ବିଗୁଣିତ କରିବା ସହିତ ମନୁଷ୍ୟକୁ ଆନନ୍ଦରେ ରଖିଥାଏ।ସୁସ୍ଥ ସ୍ୱାସ୍ଥ୍ୟକୁ ନେଇ ଜୀବନ ଅତିବାହିତ କରୁଥିବା ବ୍ୟକ୍ତି ଶାରୀରିକ ଓ ମାନସିକ ସ୍ତରରେ ଆତ୍ମସନ୍ତୋଷ ଲାଭ କରିଥାନ୍ତି।ଏକ ସୁସ୍ଥ ସ୍ୱାସ୍ଥ୍ୟ ସମସ୍ତଙ୍କ ପ୍ରୟୋଜନୀୟତାର କେନ୍ଦ୍ରସ୍ଥଳ ଅଟେ।

ସମାଜରେ ଯେକୌଣସି ସ୍ତରର ବ୍ୟକ୍ତି ହୁଅନ୍ତୁ ନା କାହିଁକି ସମସ୍ତେ ସବୁବେଳେ ସୁସ୍ଥ ରହିବାକୁ ଚାହାନ୍ତି ଓ ସୁସ୍ଥ ଖାଦ୍ୟର ଆବଶ୍ୟକ ମଧ୍ୟ କରନ୍ତି।ତେଣୁ ଏକ ସୁସ୍ଥ ସମାଜ ନିମନ୍ତେ ପ୍ରତ୍ୟେକ ବ୍ୟକ୍ତି ନିଜ ସ୍ୱାସ୍ଥ୍ୟର ଉଚିତ ଯତ୍ନ ନେବା ନିହାତି ଆବଶ୍ୟକ।ବର୍ତ୍ତମାନ ସମାଜ ଉନ୍ନତିର ଚରମ ସୀମାରେ ଉପନୀତ।ତେଣୁ ପ୍ରତ୍ୟେକ ଲୋକଙ୍କ ଜୀବନ ହୋଇଛି ବିଳାସ ତଥା ଅଳସ୍ୟତା ପୂର୍ଣ୍ଣ।ଅଳସ୍ୟତା ପୂର୍ଣ୍ଣ ଜୀବନ, ଆଧୁନିକ ଖାଦ୍ୟ ଓ ଅତ୍ୟାଧୁନିକ ଔଷଧ ଆଦିର ପ୍ରଭାବରେ ମନୁଷ୍ୟର ସୁସ୍ଥ ସ୍ୱାସ୍ଥ୍ୟ ହୋଇଛି ଅସନ୍ତୁଳିତ ଓ ବିଭିନ୍ନ ରୋଗରେ ଭାରାକ୍ରାନ୍ତ।

ସ୍ୱାସ୍ଥ୍ୟ ବିଶେଷଜ୍ଞ ମାନେ ଯଥାର୍ଥରେ ମତ ଉପସ୍ଥାପନ କରିଛନ୍ତିକି ଅତ୍ୟାଧୁନିକ ରାସାୟନିକ ଔଷଧ ଅପେକ୍ଷା ଆୟୁର୍ବେଦିକ ତଥା ପୌରାଣିକ ଘରୋଇ ଉପଚାର ସ୍ୱାସ୍ଥ୍ୟ ପ୍ରତି ବହୁତ ଉପଯୋଗୀ ଓ ଫଳପ୍ରଦ ହୋଇଥାଏ।କାଶର ପ୍ରାଦୁର୍ଭାବ ମନୁଷ୍ୟକୁ ବିଚଳିତ ତଥା ମ୍ରିୟମାଣ କରିଦିଏ।ସମସ୍ତେ ଏଥିରୁ ଉପଶମ ପାଇବାକୁ ଚାହାନ୍ତି।ନିମ୍ନରେ ଏହାର ଏକ ତୁଟୁକା ଚିକିତ୍ସା ବର୍ଣ୍ଣନା କରାଯାଇଛି।

ପ୍ରଥମେ କିଛି ପିଜୁଳିର ପତ୍ର ନେବ। ଏହାର ଡେମ୍ଫରୁ ଏହାର ପତ୍ରକୁ ଭଲ ଭାବରେ କାଟିଦେବ।ଓ ଏହାକୁ ଭଲ ଭାବରେ ଚୋବାଇ ଚୋବାଇ ଖାଇବ।ଓ ତାପରେ କିଛି ଗରମ ପାଣି ପିଇବ।ଏହାକୁ ଦିନକୁ ୩ ଥର କରିବା ଉଚିତ।ଓ ଗୋଟିଏ ଦିନରେ ଆପଣଙ୍କ କାଶରୁ ଉପଶମ ମିଳିବ।ଏହା ବହୁତ ଦିନର ପୁରୁଣା ତଥା ସଫଳ ଚିକିତ୍ସା ଅଟେ।

ଆଶା କରୁଛି ଏହା ଆପଣଙ୍କ ବହୁତ ପସନ୍ଦ ଆସିବ ଓ ଆପଣଙ୍କ ବହୁତ ଉପକାରରେ ଆସିବ।ଏକ ସୁସ୍ଥ ସ୍ୱାସ୍ଥ୍ୟ ଏକ ସୁସ୍ଥ ପରିବେଶ ତଥା ସୁସ୍ଥ ସମାଜ ଗଠନ ଅଭିମୁଖେ ପ୍ରୋତ୍ସାହିତ କରିଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ଏକ ସୁସ୍ଥ ସ୍ୱାସ୍ଥ୍ୟକୁ ନେଇ ଜୀବନ ଅତିବାହିତ କରିବାର ପ୍ରୟୋଜନ ରଖିଥାନ୍ତି।ତେଣୁ ଏହାର ସଠିକ ଯତ୍ନ ନେବା ନିହାତି ଆବଶ୍ୟକ ହୋଇଥାଏ।ବିଳାସ ବ୍ୟସନ ପୂର୍ଣ୍ଣ ଜୀବନ ବର୍ତ୍ତମାନ ଯୁଗରେ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିବାର କାରଣ ହୋଇଥାଏ।ତେଣୁ ଏହାର ଠିକ ଭାବରେ ଯତ୍ନ ନେବା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ।ତେଣୁ ଏହି କାଶର ସମସ୍ୟାରୁ ଉପଶମ ପାଇବା ପାଇଁ ଏହି ଘରୋଇ ଉପଚାର ଅତ୍ୟନ୍ତ ଫଳପ୍ରଦ ଅଟେ।ଏହାକୁ ନିୟମିତ କରିବା ଦ୍ୱାରା ବହୁତ ଶୀଘ୍ର ଆପଣଙ୍କୁ ଏହି ସ୍ୱାସ୍ଥ୍ୟ ସମସ୍ୟାରୁ ଉପଶମ ମିଳିବ।

Leave a Reply

Your email address will not be published. Required fields are marked *