October 13, 2024

Odia Express

Leading Odia News Portal of Odisha

ମୁଂହ ରେ ଏହି ପତ୍ର ପକେଇକି ଦେଖନ୍ତୁ – ମିଳିବ ଏଭଳି ଚମତ୍କାର ଲାଭ ଯେ ଜାଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହେବେ..

ଭଗବାନ ପ୍ରଦାନ କରିଥିବା ଏହି ଶରୀରକୁ ସମସ୍ତେ ବହୁତ ଭଲପାଆନ୍ତି।ସମସ୍ତେ ନିଜ ଶରୀରର ଉପଯୁକ୍ତ ବିକାଶ ଓ ସୁନ୍ଦରତା ଉପରେ ବହୁତ ଗୁରୁତ୍ୱାରୋପ କରିଥାନ୍ତି।ସମସ୍ତ ନିଜ ଶରୀରକୁ ସୁନ୍ଦର ଓ ଆକର୍ଷକ କରିବାକୁ ଚାହାନ୍ତି।ଯାହା ଫଳରେ ନିଜକୁ ଆତ୍ମସନ୍ତୋଷ ମିଳିଥାଏ।ତେଣୁ ଏଥିପାଇଁ ନିଜର ଯତ୍ନ ଓ ଉପଯୁକ୍ତ ଖାଦ୍ୟର ଯଥେଷ୍ଟ ଆବଶ୍ୟକତା ରହିଛି।ଆମ ଶରୀରର ଉପଯୁକ୍ତ ଯତ୍ନ ଦ୍ୱାରା ଆମେ ଏହାକୁ ଆକର୍ଷକ କରି ପାରିବା।ଇଂରାଜୀରେ କୁହାଯାଇଛିକି “ସ୍ୱାସ୍ଥ୍ୟ ହିଁ ସମ୍ପଦ”।ଏକ ସୁସ୍ଥ ସ୍ୱାସ୍ଥ୍ୟ ବଞ୍ଚିବାର ଏକ ଅନନ୍ୟ ଆଶ୍ରା ଅଟେ।ଏହା ମନୁଷ୍ୟର ପ୍ରତିଯୋଗୀତତ୍ମକ ଭାବନାକୁ ଦ୍ବିଗୁଣିତ କରିବା ସହିତ ମନୁଷ୍ୟକୁ ଆନନ୍ଦରେ ରଖିଥାଏ।ସୁସ୍ଥ ସ୍ୱାସ୍ଥ୍ୟକୁ ନେଇ ଜୀବନ ଅତିବାହିତ କରୁଥିବା ବ୍ୟକ୍ତି ଶାରୀରିକ ଓ ମାନସିକ ସ୍ତରରେ ଆତ୍ମସନ୍ତୋଷ ଲାଭ କରିଥାନ୍ତି।ଏକ ସୁସ୍ଥ ସ୍ୱାସ୍ଥ୍ୟ ସମସ୍ତଙ୍କ ପ୍ରୟୋଜନୀୟତାର କେନ୍ଦ୍ରସ୍ଥଳ ଅଟେ।

ସମାଜରେ ଯେକୌଣସି ସ୍ତରର ବ୍ୟକ୍ତି ହୁଅନ୍ତୁ ନା କାହିଁକି ସମସ୍ତେ ସବୁବେଳେ ସୁସ୍ଥ ରହିବାକୁ ଚାହାନ୍ତି ଓ ସୁସ୍ଥ ଖାଦ୍ୟର ଆବଶ୍ୟକ ମଧ୍ୟ କରନ୍ତି।ତେଣୁ ଏକ ସୁସ୍ଥ ସମାଜ ନିମନ୍ତେ ପ୍ରତ୍ୟେକ ବ୍ୟକ୍ତି ନିଜ ସ୍ୱାସ୍ଥ୍ୟର ଉଚିତ ଯତ୍ନ ନେବା ନିହାତି ଆବଶ୍ୟକ।ବର୍ତ୍ତମାନ ସମାଜ ଉନ୍ନତିର ଚରମ ସୀମାରେ ଉପନୀତ।ତେଣୁ ପ୍ରତ୍ୟେକ ଲୋକଙ୍କ ଜୀବନ ହୋଇଛି ବିଳାସ ତଥା ଅଳସ୍ୟତା ପୂର୍ଣ୍ଣ।ଅଳସ୍ୟତା ପୂର୍ଣ୍ଣ ଜୀବନ, ଆଧୁନିକ ଖାଦ୍ୟ ଓ ଅତ୍ୟାଧୁନିକ ଔଷଧ ଆଦିର ପ୍ରଭାବରେ ମନୁଷ୍ୟର ସୁସ୍ଥ ସ୍ୱାସ୍ଥ୍ୟ ହୋଇଛି ଅସନ୍ତୁଳିତ ଓ ବିଭିନ୍ନ ରୋଗର ବଶୀଭୂତ।

ପାନପତ୍ରର ଉପକାରୀତା ବହୁତ ଅଟେ।ଏହା ପଚନକ୍ରିୟାରେ ସହାୟକ ହୋଇଥାଏ ଓ ପଚନକ୍ରିୟାକୁ ତ୍ୱରାନ୍ୱିତ କରିଥାଏ।ବହୁତ ଲୋକଙ୍କର ଏହା ପ୍ରିୟ ଅଟେ।ଏହାର ରସକୁ ମୁହଁରେ ଲେପନ କରିବା ଦ୍ୱାରା ଉଜ୍ଜ୍ୱଳତା ବୃଦ୍ଧି ପାଏ।ଏହା ବହୁତ ଫଳପ୍ରଦ ଅଟେ।

ଆଶା କରୁଛି ଏହା ଆପଣଙ୍କ ପାଇଁ ବହୁତ ଉପକାରୀ ଓ ଫଳପ୍ରଦ ହେବ।ଇଂରାଜୀରେ କୁହାଯାଇଛିକି “ସ୍ୱାସ୍ଥ୍ୟ ହିଁ ସମ୍ପଦ”।ଏକ ସୁସ୍ଥ ସ୍ୱାସ୍ଥ୍ୟ ବଞ୍ଚିବାର ଏକ ଅନନ୍ୟ ଆଶ୍ରା ଅଟେ।ଏହା ମନୁଷ୍ୟର ପ୍ରତିଯୋଗୀତତ୍ମକ ଭାବନାକୁ ଦ୍ବିଗୁଣିତ କରିବା ସହିତ ମନୁଷ୍ୟକୁ ଆନନ୍ଦରେ ରଖିଥାଏ।ସୁସ୍ଥ ସ୍ୱାସ୍ଥ୍ୟକୁ ନେଇ ଜୀବନ ଅତିବାହିତ କରୁଥିବା ବ୍ୟକ୍ତି ଶାରୀରିକ ଓ ମାନସିକ ସ୍ତରରେ ଆତ୍ମସନ୍ତୋଷ ଲାଭ କରିଥାନ୍ତି।ଏକ ସୁସ୍ଥ ସ୍ୱାସ୍ଥ୍ୟ ସମସ୍ତଙ୍କ ପ୍ରୟୋଜନୀୟତାର କେନ୍ଦ୍ରସ୍ଥଳ ଅଟେ।

ସମାଜରେ ଯେକୌଣସି ସ୍ତରର ବ୍ୟକ୍ତି ହୁଅନ୍ତୁ ନା କାହିଁକି ସମସ୍ତେ ସବୁବେଳେ ସୁସ୍ଥ ରହିବାକୁ ଚାହାନ୍ତି ଓ ସୁସ୍ଥ ଖାଦ୍ୟର ଆବଶ୍ୟକ ମଧ୍ୟ କରନ୍ତି।ତେଣୁ ଏକ ସୁସ୍ଥ ସମାଜ ନିମନ୍ତେ ପ୍ରତ୍ୟେକ ବ୍ୟକ୍ତି ନିଜ ସ୍ୱାସ୍ଥ୍ୟର ଉଚିତ ଯତ୍ନ ନେବା ନିହାତି ଆବଶ୍ୟକ।ବର୍ତ୍ତମାନ ସମାଜ ଉନ୍ନତିର ଚରମ ସୀମାରେ ଉପନୀତ।ତେଣୁ ପ୍ରତ୍ୟେକ ଲୋକଙ୍କ ଜୀବନ ହୋଇଛି ବିଳାସ ତଥା ଅଳସ୍ୟତା ପୂର୍ଣ୍ଣ।ଅଳସ୍ୟତା ପୂର୍ଣ୍ଣ ଜୀବନ, ଆଧୁନିକ ଖାଦ୍ୟ ଓ ଅତ୍ୟାଧୁନିକ ଔଷଧ ଆଦିର ପ୍ରଭାବରେ ମନୁଷ୍ୟର ସୁସ୍ଥ ସ୍ୱାସ୍ଥ୍ୟ ହୋଇଛି ଅସନ୍ତୁଳିତ ଓ ବିଭିନ୍ନ ରୋଗର ବଶୀଭୂତ।

Leave a Reply

Your email address will not be published. Required fields are marked *