May 19, 2025

Odia Express

Leading Odia News Portal of Odisha

ଶୀତଦିନେ ସୌନ୍ଦର୍ଯ୍ୟର ଉପଚାର – ଏହି ଜିନିଷ ଲଗେଇ ଦେଲେ ସୌନ୍ଦର୍ୟ ବଢ଼ିଯିବ ଆପଣଙ୍କର..

ଶୀତ ଦିନେ ନିଜ ତ୍ୱଚାର ଯତ୍ନ ନେବା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ।ଏଥିପାଇଁ ଏକ ପାତ୍ରରେ କିଛି glisorin ନେବ।ଓ ଏଥିରେ ଳେମ୍ବୁ ମିଶାଇବ।ଓ କିଛି ଗୋଲାପ ଜଳ ମିଶାଇବ।ଓ ଏହାକୁ ରାତିରେ ହାତରେ ଓ ପାଦରେ ମାଲିସ କରିବ।ଏହା ବହୁତ ଉପକାରୀ ଅଟେ।ଓ ତ୍ଵଚାକୁ ଉଜ୍ଜ୍ବଳ କରିଥାଏ।ଏକ ସୁସ୍ଥ ସ୍ୱାସ୍ଥ୍ୟ ଏକ ସୁସ୍ଥ ପରିବେଶ ତଥା ସୁସ୍ଥ ସମାଜ ଗଠନ ଅଭିମୁଖେ ପ୍ରୋତ୍ସାହିତ କରିଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ଏକ ସୁସ୍ଥ ସ୍ୱାସ୍ଥ୍ୟକୁ ନେଇ ଜୀବନ ଅତିବାହିତ କରିବାର ପ୍ରୟୋଜନ ରଖିଥାନ୍ତି।ତେଣୁ ଏହାର ସଠିକ ଯତ୍ନ ନେବା ନିହାତି ଆବଶ୍ୟକ ହୋଇଥାଏ।ବିଳାସ ବ୍ୟସନ ପୂର୍ଣ୍ଣ ଜୀବନ ବର୍ତ୍ତମାନ ଯୁଗରେ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିବାର କାରଣ ହୋଇଥାଏ।ତେଣୁ ଏହାର ଠିକ ଭାବରେ ଯତ୍ନ ନେବା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ।

ବର୍ତ୍ତମାନ ଅଧିକ ବାୟୁ ପ୍ରଦୂଷଣ ଶ୍ଵାସକ୍ରିୟା ଜନିତ ସ୍ୱାସ୍ଥ୍ୟ ସମସ୍ୟାକୁ ବିଶେଷ ପ୍ରଭାବିତ କରିଛି।ଛୋଟ ଠାରୁ ବୃଦ୍ଧ ଲୋକଙ୍କ ପର୍ଯ୍ୟନ୍ତ ପ୍ରାୟ ପ୍ରତ୍ୟେକ ବ୍ୟକ୍ତି ଏଥିରେ ପୀଡିତ ହେଉଛନ୍ତି।ସକାଳୁ ଉଠିବା ପରେ ବହୁତ ଛିଙ୍କ ହେବା, ଛାତିରେ କଫ ଜମି ଯନ୍ତ୍ରଣା ହେବା ଓ ଶ୍ଵାସକ୍ରିୟା ରେ କଷ୍ଟ ଅନୁଭବ ହେବା ଆଦି ସମସ୍ୟା ସାଧାରଣତଃ ଅଧିକ ଦେଖା ଦେଇଛି।

ସ୍ୱାସ୍ଥ୍ୟର ବ୍ୟତିକ୍ରମ ମାନସିକତା ଉପରେ କୁପ୍ରଭାଵ ପକାଇବା ସହିତ ବିଭିନ୍ନ କାର୍ଯ୍ୟରେ ଆଗ୍ରହ ତଥା ଉତ୍କଣ୍ଠା ରୂପକ ଅଶାଦ୍ରୁମ ମୂଳରେ କୁଠାରାଘାତ କରିଥାଏ।ତେଣୁ ଏକ ସୁସ୍ଥ ଓ ନିରୋଗ ସ୍ୱାସ୍ଥ୍ୟ ପ୍ରତ୍ୟେକ ବ୍ୟକ୍ତିଙ୍କ ପ୍ରୟୋଜନ ହୋଇଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ସବୁବେଳେ ଏକ ସୁସ୍ଥ ଓ ଆରୋଗ୍ୟତା ପୂର୍ଣ୍ଣ ଜୀବନର ଆଶା ପୋଷଣ କରିଥାନ୍ତି।

ବର୍ତ୍ତମାନ କରୋନା ସମସ୍ୟା ସମଗ୍ର ବିଶ୍ୱରେ ଏକ ବିରାଟ ବିପଦ ରୂପେ ପ୍ରତିଭାତ ହୋଇଛି।ଲକଡାଉନ ସମସ୍ତଙ୍କ ଜୀବନକୁ କରିଛି ଭାରାକ୍ରାନ୍ତ ଓ ବିବ୍ରତପୂର୍ଣ୍ଣ।ଏଥି ସହିତ ବର୍ତ୍ତମାନ ପ୍ରାୟ ଅଧିକାଂଶ ବ୍ୟକ୍ତିଙ୍କ ପ୍ରଧାନ ସ୍ୱାସ୍ଥ୍ୟ ସମସ୍ୟା ହେଉଛି ବଦ ହଜମି।ଯାହାକି ଖାଦ୍ୟର ସଠିକ ହଜମ ନହେବା ଦ୍ଵାରା ହୋଇଥାଏ।ଯାହାକି ଶରୀରକୁ ମ୍ରିୟମାଣ କରିବା ସହିତ ଯନ୍ତ୍ରଣା ଦାୟକ ହୋଇଥାଏ।ଏହା କେବଳ ବୟସ୍କ ଲୋକଙ୍କୁ ନୁହେଁ ବରଂ ଛୋଟ ପିଲାଙ୍କୁ ମଧ୍ୟ ହୋଇଥାଏ।

Leave a Reply

Your email address will not be published. Required fields are marked *