January 24, 2025

Odia Express

Leading Odia News Portal of Odisha

ସକାଳୁ ଉଠି ଏହି ୫ଟି ଜିନିଷ ଦେଖିବା ଉଚିତ ନୁହେଁ – ଏହା ଦାରିଦ୍ର୍ୟତାର କାରଣ ହୋଇଥାଏ…

ବୈଦିକ ଯୁଗରୁ ଅଦ୍ୟାବଧି ଜ୍ୟୋତିଷ ଶାସ୍ତ୍ର ମଣିଷ ଜୀବନର ଏକ ମହତ୍ତ୍ୱପୂର୍ଣ୍ଣ ଅଙ୍ଗ ରୂପେ ପରିଗଣିତ ହୋଇଛି।ଜ୍ୟୋତିଷ ଶାସ୍ତ୍ର ଆଧାରରେ ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନର ଅନେକ ସମସ୍ୟାର ସମାଧାନ ମିଳିଛି ଏବଂ ଭବିଷ୍ୟତର ସମ୍ୟକ ସୂଚନା ମିଳିଛି।ଯାହା ଅନେକ ସମୟରେ ସମଗ୍ର ବିଶ୍ୱକୁ ବିରାଟ ସଙ୍କଟରୁ ରକ୍ଷା କରିଛି।ଜ୍ୟୋତିଷ ଶାସ୍ତ୍ରର ଉପକାରିତା ତଥା ମହାନତା ଯୁଗେ ଯୁଗେ ପ୍ରତିପାଦିତ ହୋଇଆସିଛି।ଜ୍ୟୋତିଷ ଶାସ୍ତ୍ର ଅନୁସାରେ ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନଚକ୍ର ୧୨ଟି ରାଶି ମଧ୍ୟରୁ ଗୋଟିଏ ସହ ଜଡିତ ହୋଇଛି। ସେହି ରାଶିଫଳ ଅନୁଯାୟୀ ସେମାନଙ୍କ ଜୀବନରେ ସମାନ ଘଟଣା ଘଟିଥାଏ।ଏହା ମଧ୍ୟ ଲୋକମାନଙ୍କ ଦ୍ବାରା ବହୁତ ବିଶ୍ଵସନୀୟ ହୋଇଥାଏ।ଗ୍ରହ ଏବଂ ନକ୍ଷତ୍ର ମାନଙ୍କର ଗତିବିଧି ତଥା ଚଳନ ଉପରେ ଏହା ପର୍ଯ୍ୟବେସିତ ହୋଇଥାଏ।

ଜ୍ୟୋତିଷ ଶାସ୍ତ୍ର ଜୀବନକୁ ପ୍ରତ୍ୟେକ ସ୍ଥଳରେ ଏକ ନବ ଦିଗନ୍ତ ଅଭିମୁଖେ ଅଗ୍ରସର କରିଥାଏ। ଏବଂ ସାଧାରଣକୁ ଅସାଧାରଣରେ ଅଭିଷିକ୍ତ କରିଥାଏ।ଜ୍ୟୋତିଷ ଶାସ୍ତ୍ର ଜୀବନ ଦର୍ଶନକୁ ଏକ ନୂତନ ଢଙ୍ଗରେ ଅଭିଷିକ୍ତ କରିଥାଏ।ଜ୍ୟୋତିଷ ଶାସ୍ତ୍ର ଭବିଷ୍ୟତର ସୂଚନା ଦେବା ସହିତ ନିଜର ସ୍ଵଭାଵ ଓ ଭାଗ୍ୟ ସମ୍ପର୍କରେ ଅବଗତ କରାଇଥାଏ।ଏହା ଜୀବନ ପାଇଁ ବହୁତ ଦରକାରୀ ହୋଇଥାଏ।ଏହା ଜୀବନକୁ ସୁନ୍ଦର କରି ଗଢିତୋଳିଥାଏ ଓ ମଧୁମୟ କରିଥାଏ।

ନିଜ ଭବିଷ୍ୟତ, ରାଶିଫଳ ଓ ସ୍ଵଭାଵ ସମ୍ପର୍କରେ ଜାଣିବା ପାଇଁ ପ୍ରତ୍ୟେକ ଲୋକଙ୍କ ମନରେ ଗଭୀର ଉତ୍କଣ୍ଠା ଥାଏ।ସମସ୍ତ ବ୍ୟକ୍ତି ନିଜ ଗତ, ଆଗତ ସମ୍ପର୍କରେ ଜାଣିବାକୁ ବହୁମାତ୍ରାରେ ଇଛୁକ ଥାଆନ୍ତି।ଯାହା କେବଳ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଜଣା ପଡିଥାଏ। ପ୍ରତ୍ୟେକ ବ୍ୟକ୍ତି ସାମାନ୍ୟ ମଧ୍ୟରେ ଥିବା ଅସାଧାରଣ ରହସ୍ୟକୁ ଉନ୍ମୁକ୍ତ କରିବାକୁ ଚାହାନ୍ତି। ସେହିପରି ନିଜ ଭିତରେ ମଧ୍ୟ ସେଇ ଅସାଧାରଣତାକୁ ଜାଗ୍ରତ କରିବାକୁ ଚାହାନ୍ତି ବା ଜାଣିବାକୁ ଚାହାଁନ୍ତି।

ପ୍ରତ୍ୟେକ ପ୍ରଣୀ ହୁଅନ୍ତୁ ବା ମନୁଷ୍ୟ; ଈଶ୍ବର ସମସ୍ତଙ୍କ ପଛରେ ଏକ ଗୂଢ଼ ରହସ୍ୟ ରଖିଥାନ୍ତି।ଯାହାକି ଜ୍ୟୋତିଷ ଶାସ୍ତ୍ର ମାଧ୍ୟମରେ ଉନ୍ମୋଚିତ ହୋଇଥାଏ।ସେହିପରି ପ୍ରତ୍ୟେକ ବ୍ୟକ୍ତିଙ୍କ ନାମ ପଛରେ କିଛିନାକିଛି ନିଆରା ରହସ୍ୟ ରହିଥାଏ।ଓ ତାହା ସେମାନଙ୍କ ପରିଚୟକୁ ଅତ୍ୟନ୍ତ ଦୃଢୀଭୂତ କରିଥାଏ।

ସକାଳୁ ଉଠି ଆଦୋୖ ଆଇନା ମୁହଁ ଦେଖିବା ଉଚିତ ନୁହେଁ।ଓ କୌଣସି ଚରିତ୍ର ହୀନ ବ୍ୟକ୍ତିର ମୁହଁ ଦେଖିବା ଉଚିତ ନୁହେଁ।ଓ କୌଣସି ମିଛ ଶୁଣିବା ମଧ୍ୟ ଉଚିତ ନୁହେଁ।ଓ ଯୁଦ୍ଧ ହେଉଥିବାର ଚିତ୍ର ମଧ୍ୟ ଦେଖିବା ଉଚିତ ନୁହେଁ।ଏହା ଅଶୁଭ ହୋଇଥାଏ।ଦରିଦ୍ରତା ଆଣେ।

ବିଭିନ୍ନ ପୁରାଣ ଓ ଗ୍ରନ୍ଥ ମଧ୍ୟରେ ଜ୍ୟୋତିଷ ଶାସ୍ତ୍ରର ସ୍ଥାନ ଅନନ୍ୟ ଅଟେ।ବୈଦିକ ଯୁଗରୁ ଜ୍ୟୋତିଷ ଶାସ୍ତ୍ର ମାନବ ଜୀବନକୁ ନିରନ୍ତର ସହାୟକ ହୋଇଆସିଛି।ଜ୍ୟୋତିଷ ଶାସ୍ତ୍ର ମାନବ ଜୀବନ ଶୈଳୀକୁ ଅନେକାଂଶରେ ସୁଗମ କରିଆସିଛି।ଏହାକୁ ମନୁଷ୍ୟ ଭାଗ୍ୟର ମୂଳଭିତ୍ତି ବୋଲି କହିଲେ ଅତ୍ୟୁକ୍ତି ହେବନାହିଁ।ଏହା ମନୁଷ୍ୟ ଜୀବନର ଅବିଛେଦ୍ୟ ଅଙ୍ଗ ରୂପେ ପ୍ରତିବିଦିତ ଓ ଏହା ଜୀବନକୁ ବିଭିନ୍ନ କ୍ଷେତ୍ରରେ ସହାୟ ହୋଇଥାଏ।

ଜ୍ୟୋତିଷ ଶାସ୍ତ୍ର ଗ୍ରହ ଓ ନକ୍ଷତ୍ରଙ୍କ ଚଳନ ଉପରେ ପର୍ଯ୍ୟବେସିତ ହୋଇଥାଏ।ଏହା ଭବିଷ୍ୟତର ସମ୍ୟକ ସୂଚନା ଦେଇଥାଏ।ଭବିଷ୍ୟତରେ ଥିବା ବିପଦର ସମାଧାନରେ ବହୁତ ସାହାଯ୍ୟ ହୋଇଥାଏ।ଜ୍ୟୋତିଷ ଶାସ୍ତ୍ର ଅନୁସାରେ ପ୍ରତ୍ୟେକ ବ୍ୟକ୍ତିଙ୍କ ଭାଗ୍ୟଚକ୍ରକୁ ୧୨ଗୋଟି ରାଶିରେ ବିଭକ୍ତ କରାଯାଇଛି।ଏହି ରାଶିଫଳ ନିଜର ଭାଗ୍ୟରେଖା ସହିତ ଜଡିତ ହୋଇଛି।ଓ ଏହା ବହୁତ ପରିମାଣରେ ସତ ମଧ୍ୟ ହୋଇଥାଏ।

Leave a Reply

Your email address will not be published. Required fields are marked *