February 12, 2025

Odia Express

Leading Odia News Portal of Odisha

ସୁସ୍ଥ ଓ ଲମ୍ବା କେଶର ସଠିକ ପ୍ରାକୃତିକ ଉପଚାର ଓ ଉଚିତ ଯତ୍ନ – ଜାଣିଦେଲେ ତ ଆପଣ ହେଇଯିବେ ଖୁସ..

ଅନେକ ସମୟରେ ପାଦ, ଗୋଡ ଆଦିର ଦରଜ ମନୁଷ୍ୟ ଶରୀରକୁ କରିଦିଏ ବ୍ୟସ୍ତ ଓ ବିବ୍ରତ।ଅଧିକ ସମୟ ଚାଲିବା ଦ୍ୱାରା କିମ୍ବା ଅଧିକ ସମୟ ଠିଆ ହେବା ଦ୍ୱାରା ପାଦ ଓ ଗୋଡ ଆଦି ବହୁତ ଦରଜ ହୋଇଥାଏ।ଓ ବହୁତ ଯନ୍ତ୍ରଣା ଦାୟକ ମଧ୍ୟ ହୋଇଥାଏ।ଏହା ସାଧାରଣତଃ ମହିଳା ମାନଙ୍କ କ୍ଷେତ୍ରରେ ବହୁତ ହୋଇଥାଏ।ପ୍ରତ୍ୟେକ ବ୍ୟକ୍ତି ସର୍ବଦା ନିଜ ସୌନ୍ଦର୍ଯ୍ୟର ବୃଦ୍ଧି କରିବାକୁ ଚାହାନ୍ତି।ତେଣୁ କେଶ ହେଉଛି ସୌନ୍ଦର୍ଯ୍ୟକୁ ଦ୍ବିଗୁଣିତ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ।ତେଣୁ ଏହାର ଯତ୍ନ ନିହାତି ଆବଶ୍ୟକ ହୋଇଥାଏ।ନାରୀ ମାନଙ୍କ କ୍ଷେତ୍ରରେ ଘନ ଓ ଲମ୍ବା କେଶ ସୌନ୍ଦର୍ଯ୍ୟର ମୁଖ୍ୟ ଆକର୍ଷଣ ହୋଇଥାଏ।ତେଣୁ ଏଥିପାଇଁ କିଛି ଭୃସଙ୍ଗ ପତ୍ର , ଲୀମ୍ବ ପତ୍ର ଓ ସୁଣ୍ଠିକୁ ଏକ ପାତ୍ରରେ ନେବା ଓ ଏଥିରେ ଜଳ ମିଶାଇ ଏହାକୁ ଫୁଟାଇବା।ଏହି ପାଣିକୁ ମୁଣ୍ଡରେ ଲଗାଇବା ଦ୍ୱାରା କେଶ ଘନ ଲମ୍ବା ଓ ସୁନ୍ଦର ତଥା ମଝବୁତ ହୋଇଥାଏ।

ବର୍ତ୍ତମାନ ଅଧିକ ବାୟୁ ପ୍ରଦୂଷଣ ଶ୍ଵାସକ୍ରିୟା ଜନିତ ସ୍ୱାସ୍ଥ୍ୟ ସମସ୍ୟାକୁ ବିଶେଷ ପ୍ରଭାବିତ କରିଛି।ଛୋଟ ଠାରୁ ବୃଦ୍ଧ ଲୋକଙ୍କ ପର୍ଯ୍ୟନ୍ତ ପ୍ରାୟ ପ୍ରତ୍ୟେକ ବ୍ୟକ୍ତି ଏଥିରେ ପୀଡିତ ହେଉଛନ୍ତି।ସ୍ୱାସ୍ଥ୍ୟର ବ୍ୟତିକ୍ରମ ମାନସିକତା ଉପରେ କୁପ୍ରଭାଵ ପକାଇବା ସହିତ ବିଭିନ୍ନ କାର୍ଯ୍ୟରେ ଆଗ୍ରହ ତଥା ଉତ୍କଣ୍ଠା ରୂପକ ଅଶାଦ୍ରୁମ ମୂଳରେ କୁଠାରାଘାତ କରିଥାଏ।ତେଣୁ ଏକ ସୁସ୍ଥ ଓ ନିରୋଗ ସ୍ୱାସ୍ଥ୍ୟ ପ୍ରତ୍ୟେକ ବ୍ୟକ୍ତିଙ୍କ ପ୍ରୟୋଜନ ହୋଇଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ସବୁବେଳେ ଏକ ସୁସ୍ଥ ଓ ଆରୋଗ୍ୟତା ପୂର୍ଣ୍ଣ ଜୀବନର ଆଶା ପୋଷଣ କରିଥାନ୍ତି।

ବର୍ତ୍ତମାନ କରୋନା ସମସ୍ୟା ସମଗ୍ର ବିଶ୍ୱରେ ଏକ ବିରାଟ ବିପଦ ରୂପେ ପ୍ରତିଭାତ ହୋଇଛି।ଲକଡାଉନ ସମସ୍ତଙ୍କ ଜୀବନକୁ କରିଛି ଭାରାକ୍ରାନ୍ତ ଓ ବିବ୍ରତପୂର୍ଣ୍ଣ।ଏଥି ସହିତ ବର୍ତ୍ତମାନ ପ୍ରାୟ ଅଧିକାଂଶ ବ୍ୟକ୍ତିଙ୍କ ପ୍ରଧାନ ସ୍ୱାସ୍ଥ୍ୟ ସମସ୍ୟା ହେଉଛି ବଦ ହଜମି।ଯାହାକି ଖାଦ୍ୟର ସଠିକ ହଜମ ନହେବା ଦ୍ଵାରା ହୋଇଥାଏ।ଯାହାକି ଶରୀରକୁ ମ୍ରିୟମାଣ କରିବା ସହିତ ଯନ୍ତ୍ରଣା ଦାୟକ ହୋଇଥାଏ।ଏହା କେବଳ ବୟସ୍କ ଲୋକଙ୍କୁ ନୁହେଁ ବରଂ ଛୋଟ ପିଲାଙ୍କୁ ମଧ୍ୟ ହୋଇଥାଏ।

Leave a Reply

Your email address will not be published. Required fields are marked *