March 17, 2025

Odia Express

Leading Odia News Portal of Odisha

ତୁମର ଦାନ୍ତ କଦାପି ପଡ଼ିବ ନାହିଁ, ତୁମେ ଯେତେ ବୟସ ହେଉନା କାହିଁକି, ଏହି ଉପାୟ କରନ୍ତୁ ଦାନ୍ତ ପୋକ ମଧ୍ୟ ମରିଯିବ..

ଆମ ଶରୀରର ଉପଯୁକ୍ତ ଯତ୍ନ ଦ୍ୱାରା ଆମେ ଏହାକୁ ଆକର୍ଷକ କରି ପାରିବା।ଆମ ଶରୀରର ବିଭିନ୍ନ ଅଙ୍ଗ ପ୍ରତ୍ୟେଙ୍ଗ ମଧ୍ୟରେ ଦାନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ।ଏହା ମଧ୍ୟ ଆମ ଶରୀରର ମୁଖ୍ୟ ଭୂମିକା ଗ୍ରହଣ କରିଥାଏ।ଖାଦ୍ୟ ଚର୍ବନରେ ଏହା ବିଶେଷ ଭୂମିକା ଗ୍ରହଣ କରିଥାଏ।ଯାହାଦ୍ୱାରା ଖାଦ୍ୟ ହଜମ ପ୍ରକ୍ରିୟା ତ୍ୱରାନ୍ୱିତ ଓ ସାବଲୀଳ ହୋଇଥାଏ।ଦାନ୍ତ ମଧ୍ୟ ଆମ ମୁହଁର ସୌନ୍ଦର୍ଯ୍ୟକୁ ବୃଦ୍ଧି କରିଥାଏ।ହସିବା ସମୟରେ ଏହା ବହୁତ ସୁନ୍ଦର ଲାଗେ।ଦାନ୍ତର ଦୁର୍ବଳତା ଶରୀରକୁ ମ୍ରିୟମାଣ କରିଥାଏ।ହଜମ ପ୍ରକ୍ରିୟାରେ ବାଧା ଉପୁଜିବା ସହିତ ମୁହଁ ଅସୁନ୍ଦରତାର ପ୍ରମୁଖ କାରଣ ଏହା ହୋଇଥାଏ।ଏହା ହଳଦିଆ ପଡିବା ମଧ୍ୟ ଆଦୌ ଭଲ ନୁହେଁ। ଦାନ୍ତର ଦୁର୍ବଳତା ବିଭିନ୍ନ ରୋଗର କାରଣ ହୋଇଥାଏ।ଏଥିପାଇଁ ବହୁତ ଲୋକ ବିବ୍ରତ ହୋଇଥାନ୍ତି ଓ ଏହି ଦାନ୍ତ ସମସ୍ୟା ମଧ୍ୟ ବହୁତ ଲୋକଙ୍କର ଚିନ୍ତାର ବିଷୟ ଅଟେ।ଏଥିପାଇଁ ବହୁତ ଔଷଧ ଓ ଆଧୁନିକ ଜିନିଷର ପ୍ରୟୋଗ ହୋଇଥାଏ।କିନ୍ତୁ ବର୍ତ୍ତମାନ ଆମେ ଘରୋଇ ଉପାୟରେ କିପରି ଆମ ଦାନ୍ତକୁ ଚମକ କରି ପାରିବା ଓ ହଳଦିଆ ହେବାରୁ ରୋକିବା ଓ ଜଲଦି ଦାନ୍ତ ନ ପଡିବା ଆଦି ବର୍ଣ୍ଣିତ ହୋଇଛି।

ଏଥିପାଇଁ ପ୍ରଥମେ କିଛି ହଳଦୀ, ସୋରିଷ ତେଲ,ଓ ଲୁଣ ଏକାଠି ନେବା।ଏଥିରେ ଦାନ୍ତ ଘଷିବା ଦ୍ୱାରା ବହୁତ ଉପକାର ହୋଇଥାଏ।ଗାଈର ଗୋବରରେ ପ୍ରସ୍ତୁତ ଘଷିରେ ଲୁଣ ଓ ଫିଟିକିରି ମିଶାଇ ଦାନ୍ତ ଘଷିବା ମଧ୍ୟ ଆଉ ଏକ ଉତ୍ତମ ଉପାୟ ଅଟେ।ଲେମ୍ବୁ ଓ ଲୁଣକୁ ଏକାଠି ମିଶାଇ ଦାନ୍ତ ଘଷିବା ମଧ୍ୟ ବହୁତ ଉପକାରୀ ହୋଇଥାଏ।ଯେଉଁମାନେ ଦାନ୍ତର ହଳଦିଆ ପଣ ପାଇଁ ଚିନ୍ତିତ ଅଛନ୍ତି ସେମାନେ ଆମ୍ବ ପତ୍ରକୁ ଚୋବାଇବା ଦ୍ୱାରା ଏହି ସମସ୍ୟାରୁ ମୁକ୍ତି ପାଇଥାନ୍ତି।ଆମ ଭାରତରେ ବ୍ୟବହୃତ ଅତ୍ୟାଧୁନିକ tooth paste ମରିଥିବା ଜୀବ ମାନଙ୍କ ହାଡରୁ ତିଆରି।ତେଣୁ ଏସବୁ ଠାରୁ ଘରୋଇ ଉପଚାର ବହୁତ ପରିମାଣରେ ଉପକାରୀ ଅଟେ।

ଭଗବାନ ପ୍ରଦାନ କରିଥିବା ଏହି ଶରୀରକୁ ସମସ୍ତେ ବହୁତ ଭଲପାଆନ୍ତି।ସମସ୍ତେ ନିଜ ଶରୀରର ଉପଯୁକ୍ତ ବିକାଶ ଓ ସୁନ୍ଦରତା ଉପରେ ବହୁତ ଗୁରୁତ୍ୱାରୋପ କରିଥାନ୍ତି।ସମସ୍ତ ନିଜ ଶରୀରକୁ ସୁନ୍ଦର ଓ ଆକର୍ଷକ କରିବାକୁ ଚାହାନ୍ତି।ଯାହା ଫଳରେ ନିଜକୁ ଆତ୍ମସନ୍ତୋଷ ମିଳିଥାଏ।ତେଣୁ ଏଥିପାଇଁ ନିଜର ଯତ୍ନ ଓ ଉପଯୁକ୍ତ ଖାଦ୍ୟର ଯଥେଷ୍ଟ ଆବଶ୍ୟକତା ରହିଛି।

ଆଶା କରୁଛି ଏହା ଆପଣଙ୍କ ପାଇଁ ଏହା ବହୁତ ଉପକାରୀ ହେବ।ଓ ଆପଣଙ୍କ ଦାନ୍ତର ସମସ୍ୟାରୁ ଉପଶମ ଦେବ।ଆପଣମାନେ ଏହାକୁ ଅବଲମ୍ବନ କଲେ ନିଶ୍ଚିତ ଉପକାର ପାଇବେ।

ଏକ ସୁସ୍ଥ ସ୍ୱାସ୍ଥ୍ୟ ଏକ ସୁସ୍ଥ ପରିବେଶ ତଥା ସୁସ୍ଥ ସମାଜ ଗଠନ ଅଭିମୁଖେ ପ୍ରୋତ୍ସାହିତ କରିଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ଏକ ସୁସ୍ଥ ସ୍ୱାସ୍ଥ୍ୟକୁ ନେଇ ଜୀବନ ଅତିବାହିତ କରିବାର ପ୍ରୟୋଜନ ରଖିଥାନ୍ତି।ତେଣୁ ଏହାର ସଠିକ ଯତ୍ନ ନେବା ନିହାତି ଆବଶ୍ୟକ ହୋଇଥାଏ।ବିଳାସ ବ୍ୟସନ ପୂର୍ଣ୍ଣ ଜୀବନ ବର୍ତ୍ତମାନ ଯୁଗରେ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିବାର କାରଣ ହୋଇଥାଏ।ତେଣୁ ଏହାର ଠିକ ଭାବରେ ଯତ୍ନ ନେବା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ।ଭଗବାନ ପ୍ରଦାନ କରିଥିବା ଏହି ଶରୀରକୁ ସମସ୍ତେ ବହୁତ ଭଲପାଆନ୍ତି।ସମସ୍ତେ ନିଜ ଶରୀରର ଉପଯୁକ୍ତ ବିକାଶ ଓ ସୁନ୍ଦରତା ଉପରେ ବହୁତ ଗୁରୁତ୍ୱାରୋପ କରିଥାନ୍ତି।ସମସ୍ତ ନିଜ ଶରୀରକୁ ସୁନ୍ଦର ଓ ଆକର୍ଷକ କରିବାକୁ ଚାହାନ୍ତି।ଯାହା ଫଳରେ ନିଜକୁ ଆତ୍ମସନ୍ତୋଷ ମିଳିଥାଏ।ତେଣୁ ଏଥିପାଇଁ ନିଜର ଯତ୍ନ ଓ ଉପଯୁକ୍ତ ଖାଦ୍ୟର ଯଥେଷ୍ଟ ଆବଶ୍ୟକତା ରହିଛି।

Leave a Reply

Your email address will not be published. Required fields are marked *