January 14, 2026

Odia Express

Leading Odia News Portal of Odisha

ରାତି ଅଧରେ କବାଟ ବାଡ଼ଉଥିଲେ ଅର୍ଚନା ନାଗ ଙ୍କ ସ୍ୱାମୀ ଜଗବନ୍ଧୁ,ଅର୍ଚ୍ଚନା ନାଗଙ୍କ ସ୍ବାମୀଙ୍କୁ ଜଗବନ୍ଧୁ ଙ୍କୁ ଉଠାଇ ନେଲା ପୁଲିସ

ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ । ଜଗବନ୍ଧୁ ଚାନ୍ଦଙ୍କୁ ମଞ୍ଚେଶ୍ବର ପୁଲିସ ଅଟକ ରଖିଥିବା ସୂଚନା ରହିଛି ! ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି ମାରିବାକୁ ଉଦ୍ୟମ ଅଭିଯୋଗ ହୋଇଛି। ଏହା ସହ ଜଗବନ୍ଧୁଙ୍କ ପାଖରୁ ଗୋଟିଏ ଛୁରି ଜବତ ହୋଇଥିବା ସୂଚନା ମିଳିଛି। ରାତିରେ ଜୋରଜବରଦସ୍ତ ଘରେ ପଶିବାକୁ ଚେଷ୍ଟା କରୁଥିଲେ ସ୍ବାମୀ।

ସେହି ସମୟରେ ଅର୍ଚ୍ଚନା ତାଙ୍କୁ ଏଠାକୁ କାହିିଁକି ଆସିଲ ବୋଲି ପଚାରିଥିଲେ। ଏପିରିକି ପିସିଆର୍‌କୁ ଡାକିବାକୁ ଧମକ ଦେଇଥିଲେ। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ଚାନ୍ଦଙ୍କ ଛାଡପତ୍ର ମାମଲା ଚାଲିଥିବା ବେଳେ ଉଭୟ ଅଲଗା ରହୁଛନ୍ତି ।

ତେବେ ରାତି ଅଧରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡର ଭିଡିଓ ବି ସାମ୍ନାକୁ ଆସିଛି । ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ । ଜଗବନ୍ଧୁ ଚାନ୍ଦଙ୍କୁ ମଞ୍ଚେଶ୍ବର ପୁଲିସ ଅଟକ ରଖିଥିବା ସୂଚନା ରହିଛି ! ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି ମାରିବାକୁ ଉଦ୍ୟମ ଅଭିଯୋଗ ହୋଇଛି। ଏହା ସହ ଜଗବନ୍ଧୁଙ୍କ ପାଖରୁ ଗୋଟିଏ ଛୁରି ଜବତ ହୋଇଥିବା ସୂଚନା ମିଳିଛି।

ରାତିରେ ଜୋରଜବରଦସ୍ତ ଘରେ ପଶିବାକୁ ଚେଷ୍ଟା କରୁଥିଲେ ସ୍ବାମୀ। ସେହି ସମୟରେ ଅର୍ଚ୍ଚନା ତାଙ୍କୁ ଏଠାକୁ କାହିିଁକି ଆସିଲ ବୋଲି ପଚାରିଥିଲେ। ଏପିରିକି ପିସିଆର୍‌କୁ ଡାକିବାକୁ ଧମକ ଦେଇଥିଲେ। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ଚାନ୍ଦଙ୍କ ଛାଡପତ୍ର ମାମଲା ଚାଲିଥିବା ବେଳେ ଉଭୟ ଅଲଗା ରହୁଛନ୍ତି । ତେବେ ରାତି ଅଧରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡର ଭିଡିଓ ବି ସାମ୍ନାକୁ ଆସିଛି ।